Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନମୋ ଆପ ମାଧ୍ୟମରେ ଭାରତର ରୂପାନ୍ତରିତ ଯାତ୍ରାକୁ ଆବିଷ୍କାର ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ଆଜିର ଖବର

ନମୋ ଆପ ମାଧ୍ୟମରେ ଭାରତର ରୂପାନ୍ତରିତ ଯାତ୍ରାକୁ ଆବିଷ୍କାର ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

June 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଭାରତ ପାଇଁ ଆଉ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

ନୂଆଦିଲ୍ଲୀ: ଏନଡିଏ ନେତୃତ୍ୱାଧୀନ ସରକାରରେ ଗତ ୧୧ ବର୍ଷ ଭିତରେ ଭାରତର ଉଲ୍ଲେଖନୀୟ ରୂପାନ୍ତରିକରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଲ୍ଲେଖ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ହୋଇଥିବା ଦ୍ରୁତ ଅଭିବୃଦ୍ଧି ଲାଗି ୧୪୦ କୋଟି ଭାରତୀୟଙ୍କ ସାମୁହିକ ଚେଷ୍ଟା ନିହିତ ଓ ଏହା କେବଳ ସୁଶାସନ ଓ ରୂପାନ୍ତରିକରଣ ପାଇଁ ହୋଇପାରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ, ସବକା ପ୍ରୟାସ ଭାବଧାରାରେ ଏନଡିଏ ସରକାର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।

ଅର୍ଥନୈତିକ ଅଭିବୃଦ୍ଧିରୁ ଆରମ୍ଭ କରି ସାମାଜିକ ପରିବର୍ତ୍ତନ କ୍ଷେତ୍ରରେ ଲୋକମାନଙ୍କ ହିତ ଲାଗି ସରକାର ଅଧିକ ଗୁରୁତ୍ୱ ଦେଇଛନ୍ତି। ଭାରତ କେବଳ ଏକ ପ୍ରଗତିଶୀଳ ଅର୍ଥନୀତି ନୁହେଁ ବରଂ ଜଳବାୟୁ ପରିବର୍ତ୍ତନ ଓ ଡିଜିଟାଲ ଅଗ୍ରଗତି କ୍ଷେତ୍ରରେ ସାରା ବିଶ୍ୱ ଲାଗି ଏକ ବୈଶ୍ୱିକ ମାଧ୍ୟମ ପାଲଟିଛି। ବିଶ୍ୱାସ, ଆତ୍ମବିଶ୍ୱାସ ଓ ପରିମାର୍ଜିତ ପ୍ରସ୍ତାବ ସହ ସାମୁହିକ ସଫଳତାରେ ଆମେ ଗର୍ବିତ।

ଗତ ୧୧ ବର୍ଷରେ ବ୍ୟାପକ ପରିବର୍ତ୍ତନ ହୋଇଛି ଓ ଜୀବନଧାରଣର ମାନକୁ ସରଳିକରଣ କରାଯାଇଛି। ନମୋ ଆପ ମାଧ୍ୟମରେ ଭାରତର ରୂପାନ୍ତରିତ ଯାତ୍ରା ସମ୍ପର୍କରେ ଲୋକେ ଆବିଷ୍କାର କରିପାରିବେ ବୋଲି ମୋଦୀ କହିଛନ୍ତି। ଗେମ, କୁଇଜ, ସର୍ଭେ ଓ ଅନ୍ୟାନ୍ୟ ଫର୍ମାଟରେ ଏହି ଆପ ମାଧ୍ୟମରେ ଲୋକେ ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ଜାଣିପାରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

ନମୋ ଆପ ଓ ଅନ୍ୟାନ୍ୟ ୱେବସାଇଟରେ ଉପଲବ୍ଧ ବିଭିନ୍ନ ଭିଡିଓ, ଇନଫୋଗ୍ରାଫିକ୍ସ ଓ ପ୍ରବନ୍ଧ ମାଧ୍ୟମରେ ଭାରତର ବିକାଶ ଯାତ୍ରା ସମ୍ପର୍କରେ ଲୋକେ ଅବଗତ ହୋଇପାରିବେ ବୋଲି ମୋଦୀ କହିଛନ୍ତି। ଟୁଇଟର ହ୍ୟାଣ୍ଡେଲରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ଏକଥା ଉଲ୍ଲେଖ କରିଛନ୍ତି।

ଏନଡିଏ ନମୋ ଆପ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Latest News

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.