Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ଶ୍ରୀଅଲରାନାଥ ଦର୍ଶନ, ଶ୍ରୀମନ୍ଦିରରେ ପୂଜା ପାଇବେ ପଟ୍ଟିଦିଅଁ
ଆଜିର ଖବର

ଆସନ୍ତାକାଲିଠାରୁ ଶ୍ରୀଅଲରାନାଥ ଦର୍ଶନ, ଶ୍ରୀମନ୍ଦିରରେ ପୂଜା ପାଇବେ ପଟ୍ଟିଦିଅଁ

June 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରୁ ଶ୍ରୀଅଲରାନାଥ ଦର୍ଶନ, ଶ୍ରୀମନ୍ଦିରରେ ପୂଜା ପାଇବେ ପଟ୍ଟିଦିଅଁ

ପୁରୀ: ଆସନ୍ତାକାଲିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହେବ। ସେଥିପାଇଁ ପ୍ରଶାସନ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। କୁହାଯାଏ ଯେ, ତିନିଠାକୁରଙ୍କୁ ଜର ହେବାରୁ ସେମାନେ ଅଣସର ଘରେ ଔଷଧ ସେବନ କରିବେ। ଏହି ସମୟରେ ଠାକୁର ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ। ସେଥିପାଇଁ ଭକ୍ତମାନେ ବ୍ରହ୍ମଗିରିସ୍ଥିତ ଅଲରାନାଥଙ୍କୁ ଦର୍ଶନ କରିବାକୁ ଯାଇଥାନ୍ତି।

ଶ୍ରୀଜୀଉ ସ୍ନାନ ପରେ ଜ୍ବରରେ ପୀଡ଼ିତ ହୋଇଛନ୍ତି। ସେଥିପାଇଁ ଅଣସର ଘରେ ରହି ଚିକିତ୍ସା କରାଯିବ। ଏହି ସମୟରେ ତାଙ୍କୁ ଔଷଧ ଓ ଫୁଲ୍ଲରୀ ତେଲ ଲାଗି ହେବ। ଅଣସର ଘରେ ରହିବା ପରେ ଶ୍ରୀଗୁଣ୍ଡିଚା ଦିନ ଶ୍ରୀଜୀଉ ଅଣସର ଘରୁ ବାହାରି ରଥଯାତ୍ରାରେ ଯିବେ। ଶ୍ରୀଜୀଉଙ୍କ ଅଣସର ସମୟରେ ଶ୍ରୀଅଲରାନାଥଙ୍କ ଦର୍ଶନ କରାଯାଇଥାଏ। ମହାପ୍ରଭୁ ଅଣସର ଘରେ ରହିବା ପରେ ଏବେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ପଟିଦିଅଁ ପୂଜା ପାଇବେ।

Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.