Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶିତ ହେଲା ସିଏସଆଇଆର ଆଇଏମଏମଟି ପକ୍ଷରୁ ରେଡ୍ ମଡ୍ ରିପୋର୍ଟ 
ଆଜିର ଖବର

ପ୍ରକାଶିତ ହେଲା ସିଏସଆଇଆର ଆଇଏମଏମଟି ପକ୍ଷରୁ ରେଡ୍ ମଡ୍ ରିପୋର୍ଟ 

June 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବୈଜ୍ଞାନିକ ତଥା ଔଦ୍ୟୋଗିକ ଗବେଷଣା ପରିଷଦ – ଖଣିଜ ଏବଂ ବସ୍ତୁ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସଆଇଆର-ଆଇଏମଏମଟି) ଦ୍ୱାରା ରେଡ୍‌ ମଡ୍ ରିପୋର୍ଟ ପ୍ରକାଶନ ବୈଠକ ଆୟୋଜିତ ହୋଇଛି। ଏହା ରେଡ୍‌ ମଡର ସାମଗ୍ରିକ ବ୍ୟବହାର ପାଇଁ ପ୍ରଯୁକ୍ତିବିଦ୍ୟା ବିକାଶ ଉପରେ ଜାତୀୟ ପ୍ରକଳ୍ପର ସଫଳ ସମାପ୍ତିକୁ ଚିହ୍ନିତ କରିଥିଲା। କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଏବଂ ପ୍ରକଳ୍ପର ପରାମର୍ଶଦାତା ତଥା ନୀତି ଆୟୋଗର ମାନ୍ୟବର ସଦସ୍ୟ ଡକ୍ଟର ଭି.କେ. ସାରସ୍ୱତ ରେଡ ମଡ୍ ରିପୋର୍ଟକୁ ଆନୁଷ୍ଠାନିକ ଭାବରେ ଉନ୍ମୋଚନ କରିଥିଲେ।

ଏହି ପ୍ରକଳ୍ପକୁ ସିଏସଆଇଆର-ଆଇଏମଏମଟି (ଭୁବନେଶ୍ୱର), ସିଏସଆଇଆର -ନ୍ୟାସନାଲ ମେଟାଲର୍ଜିକାଲ୍ ଲାବୋରେଟୋରୀ (ସିଏସଆଇଆର –ଏନଏମଏଲ୍‌), ଜାମସେଦପୁର, ସମନ୍ୱୟ ପରୀକ୍ଷାଗାର ଏବଂ ଜବାହରଲାଲ ନେହେରୁ ଆଲୁମିନିୟମ୍ ରିସର୍ଚ୍ଚ  ଡେଭଲପମେଣ୍ଟ ଆଣ୍ଡ ଡିଜାଇନ୍ ସେଣ୍ଟର (ଜେଏନଏଆରଡିଡିସି), ନାଗପୁର ଦ୍ୱାରା ପ୍ରମୁଖ ଶିଳ୍ପ ଅଂଶୀଦାର ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ହିନ୍ଦାଲକୋ), ବେଦାନ୍ତ ଲିମିଟେଡ୍ ଏବଂ ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ (ନାଲକୋ) ସହିତ ମିଳିତ ଭାବରେ ହାତକୁ ନିଆଯାଇଥିଲା।

ଏହି ପ୍ରକଳ୍ପଟି ଆଲୁମିନା ଉତ୍ପାଦର ଏକ ପ୍ରମୁଖ ଶିଳ୍ପ ଉପ-ଉତ୍ପାଦ, ରେଡ୍‌ ମଡର ବ୍ୟାପକ ବ୍ୟବହାର ପାଇଁ ସମନ୍ୱିତ ପ୍ରକ୍ରିୟା ଫ୍ଲୋ ସିଟ୍ ବିକାଶ କରିବା ଉପରେ ଧ୍ୟାନ ଦେଇଥିଲା। ଏହାର ଉଦ୍ଦେଶ୍ୟ ଲୁହା, ଆଲୁମିନା, ଟାଇଟାନିଆ ଏବଂ ରେୟାର ଆର୍ଥ ଏଲିମେଣ୍ଟ  (ଆରଇଇ) ଭଳି ମୂଲ୍ୟବାନ ଧାତୁ ପୁନରୁଦ୍ଧାର କରିବା। ରେଡ୍ ମଡ ରିପୋର୍ଟ ଶିଳ୍ପ ନିୟୋଜନ ପାଇଁ ଏହି ସମାଧାନଗୁଡ଼ିକୁ ଆହୁରି ବୃଦ୍ଧି କରିବା ନିମନ୍ତେ ପ୍ରଯୁକ୍ତିବିଦ୍ୟା ବିକାଶ ସମ୍ପର୍କରେ ବିସ୍ତୃତ ଭାବରେ ସୂଚନା ପ୍ରଦାନ କରେ।

ଆଇଏମଏମଟି ସିଏସଆଇଆର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.