Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରି ଜିଲ୍ଲା ଜଙ୍ଗଲରୁ ୨ ମାଓବାଦୀଙ୍କୁ ଗିରଫ କଲା ପୋଲିସ 
ଆଜିର ଖବର

ମାଲକାନଗିରି ଜିଲ୍ଲା ଜଙ୍ଗଲରୁ ୨ ମାଓବାଦୀଙ୍କୁ ଗିରଫ କଲା ପୋଲିସ 

June 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୁଲିସକୁ ଏକ ବଡ ସଫଳତା ମିଳିଛି। ଦୁଇଜଣ ଦୁର୍ଦାନ୍ତ ମାଓବାଦୀଙ୍କୁ ଗିରଫ କରିବାରେ ପୁଲିସ ସଫଳ ହୋଇଛି। ଗିରଫ ଦୁଇଜଣ ହେଉଛନ୍ତି, କେଶା କୌୱାସି ଓ ରାକେଶ ଓରଫ୍‌ ସାନୁକୁଞ୍ଜମ। କେଶାର ଘର ଛତିଶଗଡର ବସ୍ତର ଜିଲ୍ଲାରେ ହୋଇଥିବା ବେଳେ ସାନୁର ଘର ମଧ୍ୟ ସେହି ଛତିଶଗଡ଼ର ବିଜାପୁର ଅଞ୍ଚଳ ବୋଲି ଜଣାଯାଇଛି। ଉଭୟଙ୍କ ନିକଟରୁ ଗୋଟିଏ ପିସ୍ତଲ, ୬ ରାଉଣ୍ଡ ଗୁଳି, ଇଲେକ୍ଟ୍ରିକ୍‌ ଡିଟୋନେଟର, କୋଡେକ୍ସ ତାର, ଗନ ପାଉଡର, ୱାକିଟକି, ବ୍ୟାଟେରୀ ଓ ମାଓ ପୁସ୍ତିକା ଜବତ ହୋଇଛି।

ମାଥିଲି ଥାନା ମାଲକାନଗିରି ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Latest News

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.