Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୃଷ୍ଟି ହେଲା ଦୁଇଟି ଲଘୁଚାପ କ୍ଷେତ୍ର, ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଆଜିର ଖବର

ସୃଷ୍ଟି ହେଲା ଦୁଇଟି ଲଘୁଚାପ କ୍ଷେତ୍ର, ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

June 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ସେହି ଅନୁସାରେ ଦକ୍ଷିଣପଶ୍ଚିମ ବାଙ୍ଗାଲାଦେଶରେ ଏବଂ ପଶ୍ଚିମବଂଗ ଗ୍ୟାଙ୍ଗଟିକ କ୍ଷେତ୍ରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାଦ୍ବାରା ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ଏପରିକି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି।

ସେହିପରି ଆଉ ଏକ ଲଘୁଚାପ ଆରବିୟାନ ସାଗରରେ ସୃଷ୍ଟି ହୋଇଛି। ଦକ୍ଷିଣ ଗୁଜୁରାଟରେ ଏହି ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡିଛି। ଏହାଦ୍ବାରା ସେହି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ବର୍ଷା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026

Cyclone News: ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ସୋମବାରେ ବାତ୍ୟା….

October 24, 2026

ବାତ୍ୟା ଆଶଙ୍କା: ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

October 24, 2026
Latest News

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026

Cyclone News: ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ସୋମବାରେ ବାତ୍ୟା….

October 24, 2026

ବାତ୍ୟା ଆଶଙ୍କା: ଘୁଞ୍ଚିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

October 24, 2026

ଅକ୍ଟୋବର ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.