Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକରେ ସଚ୍ଚୋଟତା ଓ ଗଣତନ୍ତ୍ରର ପରାଜୟ ହୋଇଛି – ରାହୁଲ୍‌ ଗାନ୍ଧି
ଆଜିର ଖବର

କର୍ଣ୍ଣାଟକରେ ସଚ୍ଚୋଟତା ଓ ଗଣତନ୍ତ୍ରର ପରାଜୟ ହୋଇଛି – ରାହୁଲ୍‌ ଗାନ୍ଧି

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି କର୍ଣ୍ଣାଟକ ମହାନାଟକରେ ଯବନିକା ପଡିଛି । କୁମାରସ୍ବାମୀ ସରକାର ଆସ୍ଥା ଭୋଟ୍‌ରେ ହାରିବା ପରେ କର୍ଣ୍ଣାଟକରେ ବିଜେପି ସରକାର ଗଠନ କରିବାକୁ ଯାଉଛି । ତେବେ କର୍ଣ୍ଣାଟକରେ ମେଣ୍ଟ ସରକାର ଭାଙ୍ଗିବା ପରେ ରାହୁଲ୍‌ ଗାନ୍ଧି ବିଜେପିକୁ ଟାର୍ଗେଟ୍‌ କରିଛନ୍ତି । ରାହୁଲ୍‌ ଟୁଇଟର୍‌ରେ କହିଛନ୍ତି ଯେ,  କର୍ଣ୍ଣାଟକରେ ପ୍ରଲୋଭନର ବିଜୟ ହୋଇଥିବାବେଳେ ସଚ୍ଚୋଟତା ଓ ଗଣତନ୍ତ୍ରର ପରାଜୟ ହୋଇଛି ।  ଆହୁରି ମଧ୍ୟ ରାହୁଲ୍‌ କହିଛନ୍ତି ଯେ, କର୍ଣ୍ଣାଟକରେ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ଗଢ଼ିବାର ପ୍ରଥମ ଦିନରୁ ଉଭୟ ବାହାର ଓ ଭିତରେ ବିଜେପି ଟାର୍ଗେଟ କରୁଥିଲା । ସେହିପରି କର୍ଣ୍ଣାଟକର ମେଣ୍ଟ ସରକାରର ପତନକୁ ମଧ୍ୟ ସହଜରେ ଗ୍ରହଣ କରିନାହାନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି । କର୍ଣ୍ଣାଟକରେ ୧୪ ମାସର ଏଚ୍‌ଡି କୁମାରସ୍ବାମୀ ସରକାର ବହୁମତ ପ୍ରମାଣିତ କରିବାରେ ବିଫଳ ହୋଇଛନ୍ତି । ଗତକାଲି ହୋଇଥିବା ଆସ୍ଥାଭୋଟ୍‌ରେ କୁମାରସ୍ବାମୀ ସରକାର ୯୯ଟି ଭୋଟ୍‌ ପାଇଥିବାବେଳେ ବିଜେପି ସପକ୍ଷରେ ୧୦୫ଜଣ ବିଧାୟକ ଭୋଟ ଦେଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.