Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁର ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆଜିର ଖବର

ଗୋପାଳପୁର ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

June 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗଣଦୁଷ୍କର୍ମ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026
Latest News

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026

ପୁରୀ ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ଭାବେ ମାନ୍ୟତା ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

August 4, 2026

ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବ୍ରହ୍ମପୁର ଅଭିମୁଖେ ଯାତ୍ରା ଆରମ୍ଭ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 4, 2026

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.