Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ଚତୁର୍ଥ ରାଉଣ୍ଡରେ ବି  ବିଜେଡ଼ି ଆଗୁଆ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ଚତୁର୍ଥ ରାଉଣ୍ଡରେ ବି  ବିଜେଡ଼ି ଆଗୁଆ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ଫଳାଫଳ ଆଜି ଘୋଷଣା ହେଉଛି । ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି । ଏଠାରେ ୩୦୯ଟି ବୁଥ୍‌ ପାଇଁ ୧୭ ରାଉଣ୍ଡ ଗଣତି ହେବ । ତେବେ ମିଳିଥିବା ସୂଚନା ଅନୁସାରେ ଚତୁର୍ଥ ରାଉଣ୍ଡରେ ମଧ୍ୟ ବିଜେଡ଼ି ପ୍ରାର୍ଥୀ ଆଗୁଆ ରହିଛନ୍ତି । ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲା ୭୪୩୧ ଭୋଟ୍‌ରେ ଆଗୁଆ ଅଛନ୍ତି । ତାଙ୍କୁ ୨୫,୨୧୪ଟି ଭୋଟ୍‌ ମିଳିଥିବାବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୧୭, ୭୮୩ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କୁ ୭୦୪ଟି ଭୋଟ୍‌ ମିଳିଛି । ଗତ ବିଧାନସଭାରେ ନିର୍ବାଚନରେ କଂଗ୍ରେସ ଦ୍ବିତୀୟ ସ୍ଥାନରେ ରହିଥିବାବେଳେ ଚଳିତ ଥର କଂଗ୍ରେସ ତୃତୀୟ ସ୍ଥାନରେ ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Latest News

‘ଭିବି-ଜି ରାମ୍ ଜି’ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟାନ୍ୱୟନ ପାଇଁ ୧୦୦ରୁ ଅଧିକ କ୍ଷେତ୍ର ଅଧିକାରୀଙ୍କ ନିଯୁକ୍ତି

June 19, 2026

ଓଡ଼ିଶାରେ ୭୩୨ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପଗୁଡ଼ିକୁ ଦେଶବାସୀଙ୍କୁ ସମର୍ପଣ କରିବେ ରାଷ୍ଟ୍ରପତି

June 19, 2026

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.