Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଇଁ ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍
ଆଜିର ଖବର

ଆସନ୍ତାକାଲି ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଇଁ ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ: ଭାରତୀୟ ଜନସଞ୍ଚାର ପ୍ରତିଷ୍ଠାନ (ଆଇଆଇଏମସି), ଢେଙ୍କାନାଳଠାରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଓଡ଼ିଆ ସାମ୍ବାଦିକତାରେ ସ୍ନାତକୋତ୍ତର ଡିପ୍ଲୋମା ପାଠ୍ୟକ୍ରମରେ ଖାଲି ଥିବା କିଛି ଆସନରେ ଆସନ୍ତାକାଲି ସ୍ପଟ୍‌ ଆଡମିଶନ୍‌ କରାଯିବ। ଆଇଆଇଏମସି ଢେଙ୍କାନାଳ କ୍ୟାମ୍ପସ୍‌ ଠାରେ ଗୁରୁବାର, ୧୯ ଜୁନ୍‌ ପୂର୍ବାହ୍ନ ୧୧ଟା ସମୟରେ ସ୍ପଟ୍‌ ରାଉଣ୍ଡ୍‌ ନାମଲେଖା ଅନୁଷ୍ଠିତ ହେବ।

ଏହି ନାମଲେଖା ପ୍ରକ୍ରିୟା ସ୍ୱତନ୍ତ୍ର ଭାବେ ଅନୁସୂଚିତ ଜାତି (ଏସସି), ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଏବଂ ଆର୍ଥିକ ଦୁର୍ବଳ ବର୍ଗ (ଇଡବ୍ଲୁଏସ୍‌) ଶ୍ରେଣୀ ସହିତ ସାଧାରଣ ବର୍ଗର ଯୋଗ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲା ରହିଛି।  ଇଚ୍ଛୁକ ଛାତ୍ରଛାତ୍ରୀ ସ୍ପଟ୍‌ ରାଉଣ୍ଡ ନାମଲେଖା ସମୟରେ ଲିଖିତ ପରୀକ୍ଷା ଓ ସାକ୍ଷାତକାର ଦେଇପାରନ୍ତି।

ଯୋଗ୍ୟତା, କାଗଜପତ୍ର କିମ୍ବା ନାମଲେଖା ପ୍ରକ୍ରିୟା ସମ୍ପର୍କରେ ଅଧିକ ସୂଚନା ପାଇବାକୁ ଚାହୁଁଥିବା ପ୍ରାର୍ଥୀମାନେ ଜିତେନ୍ଦ୍ର ପତିଙ୍କୁ ୯୯୩୭୮୮୧୨୮୫ ନମ୍ବରରେ ଯୋଗାଯୋଗ କରିପାରିବେ।

ଆଇଆଇଏମସି ଢେଙ୍କାନାଳ ଓଡିଆ ସାମ୍ବାଦିକତା
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.