Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ସମସ୍ତ ୧୦ ଅଭିଯୁକ୍ତ ଗିରଫ
ଆଜିର ଖବର

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ସମସ୍ତ ୧୦ ଅଭିଯୁକ୍ତ ଗିରଫ

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋପାଳପୁର ଥାନା
ହଜି ଯାଇଥିବା ସ୍ବର୍ଣ୍ଣ ଅଳଙ୍କାର ଫେରି ପାଇଲେ ପର୍ଯ୍ୟଟକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜନୈକା ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସମସ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ଜଣାପଡିଛି। ପୁଲିସ ସୂତ୍ର ଅନୁସାରେ, ବ୍ରହ୍ମପୁର ଅଞ୍ଚଳର ଏକ ସରକାରୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବାହାର ଜିଲ୍ଲାର ଏହି ଛାତ୍ରୀ ଗତ ରବିବାର ଦିନ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ସନ୍ଧ୍ୟା ସମୟରେ ଉଭୟ ଏକ ନିଛାଟିଆ ସ୍ଥାନରେ ବସିଥିବା ବେଳେ ଅଭିଯୁକ୍ତମନେ ଘଟଣାସ୍ଥଳରେ ପହଞ୍ଚି ଏହି ଦୁଷ୍କର୍ମ କରିଥିଲେ।

ଏ ନେଇ ସଂପୃକ୍ତ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ସମସ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ବୋଲି ପୁଲିସ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ଗୋପାଳପୁର ଯୁବତୀଙ୍କୁ ଗଣଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Latest News

ଚ଼ିଲିକା ନୌକା ପ୍ରତିଯୋଗିତାର ଅନ୍ତିମ ଦିନରେ ଯୋଗଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

January 8, 2026

‘ପଙ୍ଖୁଡ଼ି ପୋର୍ଟାଲ୍’ ଶୁଭାରମ୍ଭ: ମହିଳା ଓ ଶିଶୁ ବିକାଶ ପାଇଁ ଡିଜିଟାଲ୍ ମାଇଲଷ୍ଟୋନ

January 8, 2026

ଭାରତୀୟ ଏଆଇ ଷ୍ଟାର୍ଟଅପ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୋଲଟେବୁଲ ବୈଠକ

January 8, 2026

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

January 8, 2026

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ମୂଲ୍ୟବାନ ସାମଗ୍ରୀ ଫେରାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.