Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ସମସ୍ତ ୧୦ ଅଭିଯୁକ୍ତ ଗିରଫ
ଆଜିର ଖବର

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ସମସ୍ତ ୧୦ ଅଭିଯୁକ୍ତ ଗିରଫ

June 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋପାଳପୁର ଥାନା
ହଜି ଯାଇଥିବା ସ୍ବର୍ଣ୍ଣ ଅଳଙ୍କାର ଫେରି ପାଇଲେ ପର୍ଯ୍ୟଟକ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଜନୈକା ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ସମସ୍ତ ୧୦ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଥିବା ଜଣାପଡିଛି। ପୁଲିସ ସୂତ୍ର ଅନୁସାରେ, ବ୍ରହ୍ମପୁର ଅଞ୍ଚଳର ଏକ ସରକାରୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବାହାର ଜିଲ୍ଲାର ଏହି ଛାତ୍ରୀ ଗତ ରବିବାର ଦିନ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ସନ୍ଧ୍ୟା ସମୟରେ ଉଭୟ ଏକ ନିଛାଟିଆ ସ୍ଥାନରେ ବସିଥିବା ବେଳେ ଅଭିଯୁକ୍ତମନେ ଘଟଣାସ୍ଥଳରେ ପହଞ୍ଚି ଏହି ଦୁଷ୍କର୍ମ କରିଥିଲେ।

ଏ ନେଇ ସଂପୃକ୍ତ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ସମସ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି ବୋଲି ପୁଲିସ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

ଗୋପାଳପୁର ଯୁବତୀଙ୍କୁ ଗଣଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.