Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ଅଷ୍ଟମ ରାଉଣ୍ଡରେ ବି  ବିଜେଡ଼ି ଆଗୁଆ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ଅଷ୍ଟମ ରାଉଣ୍ଡରେ ବି  ବିଜେଡ଼ି ଆଗୁଆ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ଫଳାଫଳ ଆଜି ଘୋଷଣା ହେଉଛି । ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି । ଏଠାରେ ୩୦୯ଟି ବୁଥ୍‌ ପାଇଁ ୧୭ ରାଉଣ୍ଡ ଗଣତି ହେବ । ତେବେ ମିଳିଥିବା ସୂଚନା ଅନୁସାରେ ସପ୍ତମ ରାଉଣ୍ଡରେ ମଧ୍ୟ ବିଜେଡ଼ି ପ୍ରାର୍ଥୀ ଆଗୁଆ ରହିଛନ୍ତି । ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲା ୧୩,୬୮୧ ଭୋଟ୍‌ରେ ଆଗୁଆ ଅଛନ୍ତି । ତାଙ୍କୁ ୪୭, ୯୮୪ଟି ଭୋଟ୍‌ ମିଳିଥିବାବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୩୪, ୩୦୩ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କୁ ୧୨୮୮ଟି ଭୋଟ୍‌ ମିଳିଛି । ଅଷ୍ଟମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ମହାପାତ୍ର  ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ପାଖାପାଖି ୨୦୦୦ ଭୋଟରେ ଅଧିକ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.