Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ନବମ ରାଉଣ୍ଡ ସୁଦ୍ଧା ୧୪,୦୭୭ ଭୋଟରେ ଆଗୁଆ ସାବିତ୍ରୀ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ : ନବମ ରାଉଣ୍ଡ ସୁଦ୍ଧା ୧୪,୦୭୭ ଭୋଟରେ ଆଗୁଆ ସାବିତ୍ରୀ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ଫଳାଫଳ ଆଜି ଘୋଷଣା ହେଉଛି । ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି । ଏଠାରେ ୩୦୯ଟି ବୁଥ୍‌ ପାଇଁ ୧୭ ରାଉଣ୍ଡ ଗଣତି ହେବ । ତେବେ ମିଳିଥିବା ସୂଚନା ଅନୁସାରେ ବିଜେଡି କ୍ରମାଗତ ଭାବରେ ଆଗୁଆ ହୋଇ  ଚାଲିଛି । ନବମ ରାଉଣ୍ଡରେ ମଧ୍ୟ ବିଜେଡ଼ି ପ୍ରାର୍ଥୀ ଆଗୁଆ ରହିଛନ୍ତି । ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲା ୧୪, ୦୭୭ ଭୋଟ୍‌ରେ ଆଗୁଆ ଅଛନ୍ତି । ତାଙ୍କୁ ୫୩, ୭୩୨ଟି ଭୋଟ୍‌ ମିଳିଥିବାବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୩୯, ୬୫୫ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କୁ ୧୩୭୯ଟି ଭୋଟ୍‌ ମିଳିଛି ।ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ମହାପାତ୍ର ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୩୯୬ ଭୋଟରେ ଅଧିକ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026
Latest News

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା, ଚାରିଦିନ ପାଇଁ ଶିକ୍ଷକ ଓ କର୍ମଚାରୀଙ୍କ ଛୁଟି ବାତିଲ

July 30, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ CCS ବୈଠକ: NSA ଡୋଭାଲ ମଧ୍ୟ ସାମିଲ

July 30, 2026

ଟିମ୍ ଇଣ୍ଡିଆର ନୂଆ ଜର୍ସି ଉପରେ ବିବାଦ: ରଙ୍ଗକୁ ନେଇ ସମାଲୋଚନା କଲେ ପୂର୍ବତନ ଅଧିନାୟକ

July 30, 2026

AIDMK ପରେ DMK କୁ ଝଟକା!: TVKରେ ଯୋଗଦେବେ ପନ୍ନିରସେଲଭମ?

July 30, 2026

ଆସାମ ବନ୍ୟାରେ ୭୮ ଜଣଙ୍କର ମୃତ୍ୟୁ: ସଙ୍କଟରେ ୩ ଲକ୍ଷ ଲୋକ 

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.