Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ସଂପାଦକ ନିରଂଜନ ରଥଙ୍କ ପରଲୋକ
ଆଜିର ଖବର

ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ସଂପାଦକ ନିରଂଜନ ରଥଙ୍କ ପରଲୋକ

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Niranjan
ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ସଂପାଦକ ନିରଂଜନ ରଥଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଂପାଦକ ନିରଂଜନ ରଥଙ୍କ ପରଲୋକ ହୋଇଯାଇଛି। ଗୁରୁବାର ରାତି ୧୧ଟା ବେଳେ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଚାରିଦିନ ତଳେ ଭୀଷଣ ଜ୍ବର, କଫ ଓ ବିଭିନ୍ନ ସଂକ୍ରମଣ ଯୋଗୁଁ ସେ ଗୁରୁତର ହୋଇପଡିଲେ ଫଳରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ରାତିରେ ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି।

ନିରଂଜନ ରଥ ‘ସମାଜ’ର ସମ୍ପାଦକ, ମୁଦ୍ରାକର ଓ ପ୍ରକାଶକ, ଜିମ୍‌ସାରର ଅଧ୍ୟକ୍ଷ, ‘ସମାଜ’ ରିଲିଫ କମିଟିର ମୁଖ୍ୟ, ଗୋପବନ୍ଧୁଙ୍କ ସତ୍ୟବାଦୀର ସମ୍ପାଦକ ହେବା ସହିତ ବିଭିନ୍ନ ସେବାମୂଳକ ଅନୁଷ୍ଠାନ ସହିତ ସମ୍ପୃକ୍ତ ଥିଲେ। ‘ସମାଜ’ର ସମ୍ପାଦକୀୟ ପୃଷ୍ଠାରେ ‘ବେଙ୍ଗ କହେ ବେଙ୍ଗୁଲୀଲୋ…’ ସ୍ତମ୍ଭ ବେଶ୍‌ ପାଠକାଦୃତି ଲାଭ କରିଥିଲା। ସେ ମଧ୍ୟ ଲୋକସେବକ ମଣ୍ଡଳର ଉପସଭାପତି, କୋଷାଧ୍ୟକ୍ଷ, ସମ୍ପାଦକ ଭାବେ କାମ କରି ବେଶ୍‌ ସୁନାମ ଅର୍ଜନ କରିଛନ୍ତି।

 

ନିରଂଜନ ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Latest News

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.