Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ :  ଏକାଦଶ ରାଉଣ୍ଡରେ ବିଜୟ ଆଗୁଆ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ :  ଏକାଦଶ ରାଉଣ୍ଡରେ ବିଜୟ ଆଗୁଆ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନ ଫଳାଫଳ ଆଜି ଘୋଷଣା ହେଉଛି। ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ଏଠାରେ ୩୦୯ଟି ବୁଥ୍‌ ପାଇଁ ୧୭ ରାଉଣ୍ଡ ଗଣତି ହେବ। ତେବେ ମିଳିଥିବା ସୂଚନା ଅନୁସାରେ ବିଜେଡି କ୍ରମାଗତ ଭାବରେ ଆଗୁଆ ହୋଇଚାଲିଛି। ଦଶମ ରାଉଣ୍ଡରେ ମଧ୍ୟ ବିଜେଡ଼ି ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲା ୧୪, ୭୨୭ ଭୋଟ୍‌ରେ ଆଗୁଆ ଅଛନ୍ତି। ତାଙ୍କୁ ୬୩, ୭୮୭ଟି ଭୋଟ୍‌ ମିଳିଥିବାବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୪୯, ୦୬୦ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କୁ ୧୬୧୭ଟି ଭୋଟ୍‌ ମିଳିଛି। ଏହି ରାଉଣ୍ଡରେ ପ୍ରଥମଥର ପାଇଁ ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ବିଜେଡ଼ି ପ୍ରାର୍ଥୀ ସାବିତ୍ରୀଠାରୁ ୨୩୧ଖଣ୍ଡ ଭୋଟ ଅଧିକ ପାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026

ଓଡ଼ିଶା ରାଜ୍ୟପାଳଙ୍କୁ ଭେଟିଲେ ଉତ୍ତରାଖଣ୍ଡର ଗଣମାଧ୍ୟମ ପ୍ରତିନିଧି ଦଳ

March 25, 2026
Latest News

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.