Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲାରେ ପୁଣି ଏକ ହତ୍ୟାକାଣ୍ଡ: ଯୁବକକୁ ପଥରରେ ଛେଚି ହତ୍ୟା
ଆଜିର ଖବର

ଗଞ୍ଜାମ ଜିଲ୍ଲାରେ ପୁଣି ଏକ ହତ୍ୟାକାଣ୍ଡ: ଯୁବକକୁ ପଥରରେ ଛେଚି ହତ୍ୟା

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ଜରଡ ଛକରେ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶୀକାର ହୋଇଥିବା ଯୁବକ ଜଣକ ଆଠଗଡ଼ ପାଟଣା ଖଦାଳ ସାହିର ଉପେନ୍ଦ୍ର ନାହାଙ୍କ ପୁଅ ସାଗର ନାହାକ।

ଗତକାଲି ସନ୍ଧ୍ୟାରେ ଦୁଇ ବନ୍ଧୁଙ୍କ ସହ କାଳିଆ ପଲ୍ଲୀ ଗ୍ରାମକୁ ଏକ ଭୋଜି କାର୍ଯ୍ୟରେ ଯୋଗଦାନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ଫେରିନଥିଲା। ମଧ୍ୟ ରାତ୍ରୀରେ ସାଗର ଜରଡ ଛକରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ସାଗରକୁ ଉଠେଇ ଘରକୁ ଆଣିଥିଲେ। ମୃତ ଯୁବକର ମୁଣ୍ଡରେ ପଥର ଛେଚା ଯାଇଛି ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି।

ପରବର୍ତ୍ତୀ ସମୟରେ ପୋଲିସ ଖବର ପାଇ ଆଠଗଡ଼ ପାଟଣାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ପରିବାର ଲୋକଙ୍କଠାରୁ ଅଭିଯୋଗ ପାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କବିସୂର୍ଯ୍ୟ ନଗର ଥାନା ଗଞ୍ଜାମ ଜିଲ୍ଲା ହତ୍ୟାକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.