Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»PM Modi in Odisha: ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ରାସ୍ତାର ଉଭୟ ପାର୍ଶ୍ବରେ ଲୋକଙ୍କ ଭିଡ
ଆଜିର ଖବର

PM Modi in Odisha: ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ରାସ୍ତାର ଉଭୟ ପାର୍ଶ୍ବରେ ଲୋକଙ୍କ ଭିଡ

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
modi
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକଙ୍କ ହାତ ହଲାଇ କରୁଛନ୍ତି ଅଭିନନ୍ଦନ

PM Modi in Odisha: ଅପେକ୍ଷାର ଅନ୍ତ ହୋଇଛି। ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ସାଂସଦ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ କଡା ସୁରକ୍ଷା ଭିତରେ ସେ ବିମାନ ବନ୍ଦର ବାହାରକୁ ଆସି ଲୋକଙ୍କୁ ହାତ ହଲାଇ ଅଭିନନ୍ଦନ ଜଣାଉଛନ୍ତି।

ରାସ୍ତାରେ ଲୋକମାନେ ତାଙ୍କ କାର ଉପରକୁ ଫୁଲ ଫିଙ୍ଗିବା ସହିତ ରାସ୍ତାର ଉଭୟ ପାର୍ଶ୍ବରେ ଭିଡ ପରିଲକ୍ଷିତ ହୋଇଛି। ବିଭିନ୍ନ ସ୍ଥାନରେ ମୋଦିଙ୍କୁ ସ୍ବାଗତ କରିବା ପାଇଁ ବିଭିନ୍ନ ସାଂସ୍କୃତି କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଇଛି। ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ପହଞ୍ଚି ତାଙ୍କର ଅଭିଭାଷଣ ରଖିବେ।

PM Modi In Bhubaneswar PM Modi in Odisha' ଭୁବନେଶ୍ବରରେ ମୋଦି
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.