Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଆସିବା ପଛର ବଡ ରହସ୍ୟ କଥା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଆଜିର ଖବର

ଓଡିଶା ଆସିବା ପଛର ବଡ ରହସ୍ୟ କଥା କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶାରେ ବିଜେପି ସରକାରର ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇଛନ୍ତି। ଜନତା ମଇଦାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡିଶା ଆସିବାର ରହସ୍ୟ ଉପରେ ଆଲୋକପାତ କରିଛନ୍ତି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏପରିକି ଏହା ଏକ ବିଶ୍ବ ଖବର ହୋଇଯାଇଛି। କାରଣ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ପ୍ରତ୍ୟାଖାନ କରି ଓଡିଶା ଆସିଛନ୍ତି ବୋଲି ସେ ଉଲ୍ଲେଖ କରିଛନ୍ତି।

ଆଜି ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣ ଦେବା ବେଳେ ସେ ଟ୍ରମ୍ପଙ୍କ ନିମନ୍ତ୍ରଣ କଥା ଉଲ୍ଲେଖ କରିିଥିଲେ। ସେ କହିଥିଲେଯେ, ଜି 7 ବୈଠକରେ ଯୋଗଦେବାକୁ କାନାଡା ଯାଇଥିଲି। ସେଠାରେ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋତେ ଫୋନ କଲେ। କହିଲେ କାନାଡା ଆସିଛି ୱାସିଂଟନ ଆସ। ଏକାଠି ଭୋଜନ କରିବା। ଏହା ଶୁଣିବା ପରେ ମୁଁ ତାଙ୍କୁ ବହୁତ ଧନ୍ୟବାଦ ଦେଲି। କହିଲି ନିମନ୍ତ୍ରଣ କରିଥିବାରୁ ବହୁତ ଧନ୍ୟବାଦ, ହେଲେ ମୋତେ ପ୍ରଭୃଙ୍କ ରାଜ୍ୟକୁ ଯିବାକୁ ଅଛି ମୁଁ ଯାଇପାରିବି ନାହିଁ।

ସେ ଆହୁରି କହିଲେ ଯେ, ପ୍ରଭୃ ଜଗନ୍ନାଥଙ୍କ ଆର୍ଶିବାଦ ପାଇଁ ସେ ମୋତେ ଟ୍ରମ୍ପଙ୍କ ପାଖକୁ ନ ନେଇ ଏହି ଓଡିଶାକୁ ଟାଣି ଆଣିଲେ।

pmmodi ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଫ ସିରଫ ବେପାରୀଙ୍କୁ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ଆହତ

September 20, 2026

ପିଏସ୍‌ୟୁ କର୍ମଚାରୀଙ୍କୁ ଦଶହରା ଭେଟି, ୨% ବଢିଲା ମହଙ୍ଗା ଭତ୍ତା

September 20, 2026

ସ୍ତ୍ରୀଙ୍କୁ ପିଟି ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା, ଦୁଇ ସନ୍ତାନ ଅନାଥ!

September 20, 2026

ନୂଆଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ, କ୍ଲିନ୍ ଏନର୍ଜି ଉତ୍ପାଦନ ଦିଗରେ ଓଡ଼ିଶା ଅଗ୍ରସର

September 20, 2026
Latest News

କଫ ସିରଫ ବେପାରୀଙ୍କୁ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ଆହତ

September 20, 2026

ପିଏସ୍‌ୟୁ କର୍ମଚାରୀଙ୍କୁ ଦଶହରା ଭେଟି, ୨% ବଢିଲା ମହଙ୍ଗା ଭତ୍ତା

September 20, 2026

ସ୍ତ୍ରୀଙ୍କୁ ପିଟି ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା, ଦୁଇ ସନ୍ତାନ ଅନାଥ!

September 20, 2026

ନୂଆଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ, କ୍ଲିନ୍ ଏନର୍ଜି ଉତ୍ପାଦନ ଦିଗରେ ଓଡ଼ିଶା ଅଗ୍ରସର

September 20, 2026

Car Overloading Rules: କାରରେ ଓଭରଲୋଡିଂ ପଡ଼ିପାରେ ମହଙ୍ଗା: ଜରିମାନା ସହ ଜୀବନ ପ୍ରତି ବିପଦ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.