Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ
ଆଜିର ଖବର

ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi322
ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଏକ ମେଗା ରୋଡ ସୋ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି ରୋଡ ସୋ କରିଛନ୍ତି।

ଆଜି ନିର୍ଦ୍ଧାରିତ ସମୟରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ସୋରେ ସେ ଜନତା ମଇଦାନ ପର୍ଯ୍ୟନ୍ତ ଯାଇଥିଲେ। ଏହି ରୋଡ ସୋ ଦୁଇଟି ପର୍ଯ୍ୟାୟରେ ବିଭକ୍ତ ହୋଇଥିଲା। ପ୍ରଥମେ ସେ ବିମାନ ବନ୍ଦରରୁ ଗାଡି ଭିତରେ ବସି କାର କେଡରେ କିଛି ବାଟ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ତାଙ୍କୁ ସ୍ବାଗତ କରିବା ପାଇଁ ରାସ୍ତାର ଦୁଇ ପାର୍ଶ୍ବରେ ଲୋକେ ଭିଡ କରିଥିଲେ।

ଦ୍ବିତୀୟ ପର୍ଯ୍ୟାୟରେ ମୋଦି ଏକ ଖୋଲା ସୁସଜ୍ଜିତ ଗାଡିରେ ବସି ରୋଡ ସୋ କରିଥିଲେ। ଏହି ସମୟରେ ତାଙ୍କ ସହିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସଭାପତି ମନମୋହନ ସାମଲ। ତିନିଜଣ ଗୋଟିଏ ଗାଡିରେ ଜନତାଙ୍କ ଅଭିବାଦନ ଗ୍ରହଣ କରି ଜନତା ମଇଦାନ ପର୍ଯ୍ୟନ୍ତ ଯାଇଥିଲେ।

ଆଗକୁ କୌଣସି ନିର୍ବାଚନ ନ ଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ରୋଡ ସୋ ନେଇ ବେଶ ଚର୍ଚ୍ଚା ଚାଲିଛି।

Modi in Odisha PM Modi in Odisha' ଓଡିଶାରେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୩୦ ତାରିଖ, ଗୁରୁବାର: ପାଞ୍ଚୋଟି ରାଶିର ଭାଗ୍ୟ ଚମକିବ

October 30, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ସୋଫଲ୍ ମାଳା’ର ଚତୁର୍ଥ ସଂସ୍କରଣ ଉନ୍ମୋଚିତ

October 29, 2025

ଟ୍ରାଇର ସ୍ୱାଧୀନ ଡ୍ରାଇଭ୍ ଟେଷ୍ଟରେ ଜିଓର ସର୍ବାଧିକ ଡାଉନଲୋଡ୍ ସ୍ପିଡ୍ ପ୍ରଦର୍ଶନ

October 29, 2025

ସୁସ୍ଥ ଶିକ୍ଷକ, ସୁସ୍ଥ ସମାଜ: ୟୁନେସ୍କୋ-ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ତିନିଦିନିଆ କର୍ମଶାଳା

October 29, 2025
Latest News

ଆଜି ଅକ୍ଟୋବର ୩୦ ତାରିଖ, ଗୁରୁବାର: ପାଞ୍ଚୋଟି ରାଶିର ଭାଗ୍ୟ ଚମକିବ

October 30, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ସୋଫଲ୍ ମାଳା’ର ଚତୁର୍ଥ ସଂସ୍କରଣ ଉନ୍ମୋଚିତ

October 29, 2025

ଟ୍ରାଇର ସ୍ୱାଧୀନ ଡ୍ରାଇଭ୍ ଟେଷ୍ଟରେ ଜିଓର ସର୍ବାଧିକ ଡାଉନଲୋଡ୍ ସ୍ପିଡ୍ ପ୍ରଦର୍ଶନ

October 29, 2025

ସୁସ୍ଥ ଶିକ୍ଷକ, ସୁସ୍ଥ ସମାଜ: ୟୁନେସ୍କୋ-ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ତିନିଦିନିଆ କର୍ମଶାଳା

October 29, 2025

ଶକ୍ତି କ୍ଷେତ୍ରରେ ଭାରତର ଐତିହାସିକ ମାଇଲଖୁଣ୍ଟ: ୫୦୦ ଗିଗାୱାଟ ଅତିକ୍ରମ କଲା ମୋଟ ବିଦ୍ୟୁତ୍‍ ଉତ୍ପାଦନ

October 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.