Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ମହିଳାମାନଙ୍କ ବିପର୍ଯ୍ୟସ୍ତ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସର ଶାନ୍ତିପୂର୍ଣ୍ଣ ଅନଶନ
ଆଜିର ଖବର

ରାଜ୍ୟରେ ମହିଳାମାନଙ୍କ ବିପର୍ଯ୍ୟସ୍ତ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସର ଶାନ୍ତିପୂର୍ଣ୍ଣ ଅନଶନ

June 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ମହିଳାମାନଙ୍କ ବିପର୍ଯ୍ୟସ୍ତ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସର ଶାନ୍ତିପୂର୍ଣ୍ଣ ଅନଶନ

ଭୁବନେଶ୍ୱର: ଓଡ଼ିଶା ଭଳି ଶାନ୍ତିପ୍ରିୟ ରାଜ୍ୟରେ ବିଜେପି ସରକାରକୁ ଆସିବାର ୧ବର୍ଷ ଭିତରେ ମହିଳା ଓ ଶିଶୁମାନଙ୍କ ଉପରେ ହିଂସା, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ଭଳି ଘଟଣା ଚରମସୀମାରେ ପହଞ୍ଚିଛି । ପୂର୍ବ ସରକାର ସମୟରେ ଦିନକୁ ୭ ଜଣ ମହିଳା ଗଣଦୁଷ୍କର୍ମର ଶିକାର ହେଉଥିବା ବେଳେ ବିଗତ ୧ ବର୍ଷ ଭିତରେ ତାହା ବିପଦଜନକ ଭାବେ ବୃଦ୍ଧିପାଇ ବର୍ତ୍ତମାନ ଦିନକୁ ୧୫ ଜଣ ମହିଳା ଗଣଦୁଷ୍କର୍ମରେ ଶିକାର ହେଉଛନ୍ତି ।

ଆଜି ମୋଦିଙ୍କ ଓଡ଼ିଶା ଆଗମନ ଓ ସବୁକ୍ଷେତ୍ରରେ ବିଫଳ ହୋଇଥିବା ମୋହନ ମାଝୀଙ୍କ ସରକାରକୁ ଜାଲି ସାଟିଫିକେର୍ଟ ଦେଇ ତୁଛା ବାହାବାହା ନେବାର ପ୍ରୟାସକୁ ପ୍ରଦେଶ କଂଗ୍ରେସ ତରଫରୁ ଶାନ୍ତିପୂର୍ଣ୍ଣ ଅନଶନ ମାଧ୍ୟମରେ ବିରୋଧ କରାଯାଇଛି । ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଆୟୋଜିତ ହେଇଥିବା ଶାନ୍ତିପୂର୍ଣ୍ଣ ଅନଶନରେ ପ୍ରଦେଶ କଂଗ୍ରେସର ତମାମ ବରିଷ୍ଠ ନେତା, ମହିଳା କଂଗ୍ରେସ, ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ, ପିସିସି କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ସକାଳ ୯ ଘଂଟା ଠାରୁ ସଂଧ୍ୟା ୬ ଘଂଟା ପର୍ଯ୍ୟନ୍ତ ଅନଶନ ଧର୍ମଘଟରେ ବସିଥିଲେ।

କଂଗ୍ରେସ ଧାରଣା
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.