Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ମାମଲା: ୬ ଅଭିଯୁକ୍ତକୁ ଚିହ୍ନିଲେ ପୀଡ଼ିତା
ଆଜିର ଖବର

ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ମାମଲା: ୬ ଅଭିଯୁକ୍ତକୁ ଚିହ୍ନିଲେ ପୀଡ଼ିତା

June 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ରବିବାର ଦିନ ଗୋପାଳପୁର ବେଳାଭୂମିରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ପୋଲିସ ୪ ନାବାଳକ ଓ ୬ ଜଣ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ ଓ ସ୍ବତନ୍ତ୍ର ଅନୁଧ୍ୟାନକାରୀ ଦଳ କ୍ରାଇମବ୍ରାଞ୍ଚ୍ ଟି ଆଇ ପ୍ୟାରେଡ୍ ପାଇଁ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କୁ ଅନୁମତି ମାଗିଥିଲେ। ଅନୁମତି ମିଳିବା ପରେ ଗତକାଲି ମଣ୍ଡଳ କାରାଗାରରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ପୀଡ଼ିତା ଜଣକ ସମସ୍ତ ଅଭିଯୁକ୍ତ କୁ ଚିହ୍ନଟ କରିଥିଲେ।

ଚିହ୍ନଟ ଅଭିଯୁକ୍ତମାନେ ହେଲେ ପ୍ରମୋଦ କୁମାର ନାୟକ, ବାବୁରାମ ଦଳେଇ, ଲକ୍ଷଣ ପ୍ରଧାନ, କୁନାଲ୍ ପ୍ରଧାନ, ଦୀପକ୍ ତରାଇ ଓ କୁନା ପ୍ରଧାନ ବୋଲି ଜଣାପଡିଛି। ଉକ୍ତ ସମସ୍ତ ଅଭିଯୁକ୍ତ ବର୍ତ୍ତମାନ ମଣ୍ଡଳ କାରାଗାରରେ ଥିବା ବେଳେ ନାବାଳକ ସମସ୍ତେ ସ୍ବତନ୍ତ୍ର ଜୁଭେନାଇଲ୍ ହୋମ୍ ରେ ଅଛନ୍ତି। ଆବଶ୍ୟକ ପଡିଲେ ସମସ୍ତ ଅଭିଯୁକ୍ତକୁ ରିମାଣ୍ଡରେ ଅଣାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୁଚନା ମିଳିଛି।

ଗଣଦୁଷ୍କର୍ମ ମାମଲା ଗୋପାଳପୁର ବେଳାଭୂମି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025

ପଞ୍ଚମ ରଥସେବା ସମ୍ମାନ ଅନୁଷ୍ଠିତ

August 18, 2025

୧୧,୦୦୦ କୋଟିର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

August 18, 2025

ଆଜି ସୋମବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର, ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2025
Latest News

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025

ପଞ୍ଚମ ରଥସେବା ସମ୍ମାନ ଅନୁଷ୍ଠିତ

August 18, 2025

୧୧,୦୦୦ କୋଟିର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

August 18, 2025

ଆଜି ସୋମବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର, ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2025

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.