Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା ପାଇଥିବା ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଆଜିର ଖବର

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା ପାଇଥିବା ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

June 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦକ୍ଷିଣ ଓଡ଼ିଶାର ସର୍ବ ବୃହତ୍ତମ ଓ ପୁରାତନ ଖଲ୍ଲିକୋଟ ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ କାହ୍ନାଚାରିଟେବୁଲ ଟ୍ରଷ୍ଟ ତରଫରୁ ଏକ ଭବ୍ୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସର୍ବପ୍ରଥମେ ଅଧ୍ୟକ୍ଷ ମହୋଦୟଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହାପରେ ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପରୀକ୍ଷାରେ ସର୍ବୋଚ୍ଚ ନଂ ରଖି କଲେଜ ପାଇଁ ଗୌରବ ଅର୍ଜନ କରିଥିବା ବିଜ୍ଞାନର ଦୁଇଜଣ, କଳାର ଦୁଇଜଣ ଓ ବାଣିଜ୍ୟର ଦୁଇଜଣ ଛାତ୍ର, ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଟ୍ରଷ୍ଟ ସଭାନେତ୍ରୀ ରଞ୍ଜନା ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯୟକ୍ରମରେ ରବୀନ୍ଦ୍ର ନାଥ ମିଶ୍ର, ବିଜୟ କୃଷ୍ଣ ମହାନ୍ତି, ସୋନମ୍ ଦାସ, ତରୁଣ ପାଢ଼ୀ, ମୁରଲିମୋହନ ଆଚାର୍ଯ୍ୟ, ରିତାଞ୍ଜଳି ସ୍ବାଇଁ, ଅଶୋକ ଜେନା, ସତ୍ୟନାରାୟଣ ଦାସ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିବା ସହ ବିଭିନ୍ନ ପ୍ରକାର ସଚେତନତା ଓ ପ୍ରେରଣା ଦେଇଥିଲେ।

ଏହି ମହାନ୍ କାର୍ଯ୍ୟକ୍ରମରେ ବହୁ ଅଧ୍ୟାପକ, ଅଧ୍ୟାପିକା, ଅଭିଭାବକ ଓ ସାମ୍ବାଦିକ ବନ୍ଧୁମାନେ ଯୋଗଦାନ କରି କାହ୍ନ। ଚାରିଟେବୁଲ ଟ୍ରଷ୍ଟର ଉଚ୍ଚ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମ ସଫଳତାରେ କଲେଜ ଅଧ୍ୟାପିକା ସନ୍ଧ୍ୟାରାଣୀ ପଟ୍ଟନାୟକ ଓ ଦିପାଞ୍ଜଳୀ ରଥ ପ୍ରମୁଖ ସହଯୋଗ କରିଥିଲେ।

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖଲ୍ଲିକୋଟ ବିଶ୍ଵବିଦ୍ୟାଳୟ ଦକ୍ଷିଣ ଓଡ଼ିଶା ଭବ୍ୟ ସମ୍ବର୍ଦ୍ଧନା ଯୁକ୍ତ ଦୁଇ ଛାତ୍ରଛାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପିବି –ଶବ୍ଦ ପ୍ଲାଟଫର୍ମରେ ପଞ୍ଜିକରଣ କରିବାକୁ ସମ୍ବାଦପତ୍ର ଏବଂ ଟିଭି ଚ୍ୟାନେଲଗୁଡ଼ିକୁ ଅନୁରୋଧ କଲା ପ୍ରସାର ଭାରତୀ

July 24, 2025

ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

July 24, 2025

ଏମ୍ସ ଭୁବନେଶ୍ବରକୁ ମିଳିଲା ଭୀଷ୍ମ କ୍ୟୁବ୍ସ: ବିପର୍ଯ୍ୟୟ ସ୍ଥଳରେ ଗୋଟିଏ ସେଟ୍ ଦେବ ପ୍ରାୟ ଦୁଇ ଶହରୁ ଅଧିକ ପୀଡ଼ିତଙ୍କୁ ସେବା

July 24, 2025

ଅତ୍ୟାଧୁନିକ ସମନ୍ବିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

July 24, 2025
Latest News

ପିବି –ଶବ୍ଦ ପ୍ଲାଟଫର୍ମରେ ପଞ୍ଜିକରଣ କରିବାକୁ ସମ୍ବାଦପତ୍ର ଏବଂ ଟିଭି ଚ୍ୟାନେଲଗୁଡ଼ିକୁ ଅନୁରୋଧ କଲା ପ୍ରସାର ଭାରତୀ

July 24, 2025

ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

July 24, 2025

ଏମ୍ସ ଭୁବନେଶ୍ବରକୁ ମିଳିଲା ଭୀଷ୍ମ କ୍ୟୁବ୍ସ: ବିପର୍ଯ୍ୟୟ ସ୍ଥଳରେ ଗୋଟିଏ ସେଟ୍ ଦେବ ପ୍ରାୟ ଦୁଇ ଶହରୁ ଅଧିକ ପୀଡ଼ିତଙ୍କୁ ସେବା

July 24, 2025

ଅତ୍ୟାଧୁନିକ ସମନ୍ବିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ

July 24, 2025

ବିହାରରୁ ହେବେ ଦେଶର ପରବର୍ତ୍ତୀ ଉପରାଷ୍ଟ୍ରପତି?:ଏହି ନେତାଙ୍କୁ ଭେଟିଲେ ଜେପି ନଡ୍ଡା, ଜୋର ଧରିଲା ଚର୍ଚ୍ଚା

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.