Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ :  ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ବିଜୟୀ
ଆଜିର ଖବର

ପାଟକୁରା ବିଧାନସଭା ନିର୍ବାଚନ ଫଳାଫଳ :  ବିଜେଡ଼ି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ବିଜୟୀ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବହୁ ଚର୍ଚ୍ଚିତ ପାଟକୁରା ନିର୍ବାଚନ ଫଳାଫଳ ଆଜି ଘୋଷଣା ହୋଇଛି। ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଥିଲା। ଏଠାରେ ୩୦୯ଟି ବୁଥ୍‌ ପାଇଁ ୧୭ ରାଉଣ୍ଡ ଗଣତି ହୋଇଥିଲା। ଏଠାରେ ୧୦ ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଥିବାବେଳେ ମୁଖ୍ୟତଃ ଏଠାରେ ବିଜେଡି ଓ ବିଜେପି ମଧ୍ୟରେ କଡା ଟକ୍କର ହୋଇଥିଲା। ଏହି ଲଢେଇରେ ବାଜିମାତ୍‌ ମାରିନେଇଛନ୍ତି ବିଜେଡ଼ି ପ୍ରାର୍ଥୀ। ପୁଣିଥରେ ଗଡ ରକ୍ଷା କରିଛି ବିଜେଡି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲା ୧୭, ୬୫୫ ଭୋଟ୍‌ରେ ଆଗୁଆ ରହିଛନ୍ତି। ତାଙ୍କୁ ୯୫, ୧୬୨ଟି ଭୋଟ୍‌ ମିଳିଥିବାବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୭୭, ୫୦୭ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କୁ ୨୦୯୦ଟି ଭୋଟ୍‌ ମିଳିଛି । ଇଭିଏମ୍‌ ଗଣତି ଶେଷ ହୋଇଯାଇଥିବାବେଳେ ପୋଷ୍ଟାଲ୍‌ ଭୋଟ୍‌ ଗଣତି ବାକି ରହିଛି । ସେହିପରି ଔପଚାରିକ ଭାବେ ଏହି ନିର୍ବାଚନୀ ଫଳାଫଳକୁ ନିର୍ବାଚନ କମିଶନର ଘୋଷଣା କରିବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Latest News

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.