Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମରି ଶିଶୁ ୱେବ ପୋର୍ଟାଲକୁ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା
ଆଜିର ଖବର

ଆମରି ଶିଶୁ ୱେବ ପୋର୍ଟାଲକୁ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା

June 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆମରି ଶିଶୁ ୱେବ ପୋର୍ଟାଲ, ଶିଶୁମାନଙ୍କ ସୁରକ୍ଷା ପଥ ସୁଗମ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି। ସୋମବାର ଭୁବନେଶ୍ବର ଲକ୍ଷ୍ମୀସାଗରସ୍ଥିତ ଏସଆଇଡବ୍ଲୁସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଆମରି ଶିଶୁ ୱେବ ପୋର୍ଟାଲକୁ ଉନ୍ମୋଚନ କରି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ଏହି ପୋର୍ଟାଲର ତଥ୍ୟ ଆଧାରରେ ରାଜ୍ୟ ସରକାର ଶିଶୁଙ୍କ ସୁରକ୍ଷା ଦିଗରେ ଯତ୍ନବାନ ହୋଇପାରିବେ। ସେହିପରି ଶିଶୁଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ମଧ୍ୟ ଅଧିକ ସଫଳ ହୋଇପାରିବ।

ସୁଭଦ୍ରା ଯୋଜନାର ଉଦାହରଣ ଦେଇ ସେ କହିଛନ୍ତି, ସୁଭଦ୍ରା ସଫଳତା ଦିଗରେ ପୋର୍ଟାଲ ଭୂମିକା ଗୁରୁତ୍ବପୂର୍ଣ୍ଣ ରହିଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଓଡିଶା ସମ୍ପର୍କୀତ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆମ ରାଜ୍ୟ ସୁରକ୍ଷିତ ଅଛି। ଗୋପାଳପୁର ଘଟଣାରେ ରାଜ୍ୟ ସରକାର ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିଛନ୍ତି ବୋଲି ଶ୍ରୀମତୀ ପରିଡା କହିଛନ୍ତି।

ପ୍ରଭାତି ପରିଡା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.