Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ରାଜପଥ ବଡପଦରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ସମ୍ପୂର୍ଣ୍ଣ ଭାବେ ଜଳିଗଲା ଦୁଇଟି କାର
ଆଜିର ଖବର

ଜାତୀୟ ରାଜପଥ ବଡପଦରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ସମ୍ପୂର୍ଣ୍ଣ ଭାବେ ଜଳିଗଲା ଦୁଇଟି କାର

June 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅର୍ନ୍ତଗତ ଜାତୀୟ ରାଜପଥ ବଡପଦରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ କାର୍ କୁ ଅନ୍ୟ ଏକ କାର ପଛ ପଟୁ ଧକ୍କା ଦେବା ଫଳରେ ଦୁଇଟି ଯାକ କାର୍ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି।

ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅନ୍ୟପକ୍ଷରେ ଚମାଖଣ୍ଡି ଘଟଣାର ପୋଲିସ ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଜାତୀୟ ରାଜପଥ ମର୍ମନ୍ତୁଦ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025
Latest News

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025

ବାଣପୁର ଏନଏସି ଇଓଙ୍କୁ ୫ ଲକ୍ଷର କ୍ଷତିପୂରଣ ନୋଟିସ ପଠାଇଲେ ଆଇନଜୀବୀ

August 18, 2025

ବିଜେପି ରାଜ୍ୟ ସଭାପତିଙ୍କ ଦିଲ୍ଲୀଗସ୍ତ: ଜାଣନ୍ତୁ କାରଣ

August 18, 2025

ଫିକା ପଡ଼ିଲା ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ କେତେ?

August 18, 2025

ଭୋଟ ଚୋରି ପ୍ରସଙ୍ଗ: ସିଇସି ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିବେ ବିରୋଧୀ!

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.