Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସାମ କରିମଗଞ୍ଜଠାରେ ସଡକ ଦୁର୍ଘଟଣା : ୨ ମୃତ, ୩୦ ଆହତ
ଆଜିର ଖବର

ଆସାମ କରିମଗଞ୍ଜଠାରେ ସଡକ ଦୁର୍ଘଟଣା : ୨ ମୃତ, ୩୦ ଆହତ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମର କରିମ୍‌ଗଞ୍ଜଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଦୁଇ ବସ୍‌ ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ହୋଇଛି।  ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୦ଜଣ ଆହତ ହୋଇଛନ୍ତି। ବୁଧବାର ସକାଳରୁ ଏହି ଘଟଣାଟି ଘଟିଛି  ବୋଲି ଜଣାପଡିଛି । ଆହତଙ୍କୁ ନିକଟସ୍ଥ ହସ୍‌ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଦ୍ରୁତ ଗତିରେ ଥିବା ଯୋଗୁଁ ଏହି ବସ୍‌ ଦୁଇଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁଇ ବସ୍‌ଟି ଧକ୍କା ହୋଇ ପାଖରେ ଥିବା ପୋଖରୀରେ ପଡ଼ିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026

ପ୍ରେମିକ ବାରଣ୍ଡାରେ ଧାରଣାରେ ବସିଥିବା ପ୍ରେମିକାକୁ ହତ୍ୟା

May 5, 2026

ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

May 5, 2026

ଭୀମଭୋଇ କଲେଜ ଅଧ୍ୟକ୍ଷଙ୍କ ବିରୋଧରେ ମାନସିକ ନିର୍ଯ୍ୟାତନା ଅଭିଯୋଗ

May 5, 2026
Latest News

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ପ୍ରେମିକ ବାରଣ୍ଡାରେ ଧାରଣାରେ ବସିଥିବା ପ୍ରେମିକାକୁ ହତ୍ୟା

May 5, 2026

ନୂଆଦିଲ୍ଲୀରେ ଆଇଆଇଟି ମାଡ୍ରାସର ‘ଟେକ୍ନୋଲୋଜି ସମିଟ୍ -୨୦୨୬’ରେ କେନ୍ଦ୍ରମନ୍ତ୍ରୀ

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.