Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ରାୟଗଡ଼ା ଜିଲ୍ଲାରେ ସାମାଜିକ ବାସନ୍ଦ ମାମଲା: ସ୍ବତଃ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଏନଏଚଆରସି
ଆଜିର ଖବର

ଓଡ଼ିଶାର ରାୟଗଡ଼ା ଜିଲ୍ଲାରେ ସାମାଜିକ ବାସନ୍ଦ ମାମଲା: ସ୍ବତଃ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ଏନଏଚଆରସି

June 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନଏଚଆରସି
କଳାହାଣ୍ଡିରେ ସେପ୍ଟିକ୍ ଟ୍ୟାଙ୍କ ଦୁର୍ଘଟଣାରେ ୬ ମୃତ: ସ୍ୱତଃସଂଜ୍ଞାନ ନେଲେ ଏନଏଚଆରସି

ଭୁବନେଶ୍ଵର: ଓଡ଼ିଶାର ରାୟଗଡ଼ା ଜିଲ୍ଲାରେ ଅନସୂଚୀତ ଜାତି ବର୍ଗର ଜଣେ ଯୁବକଙ୍କୁ ବିବାହ କରିଥିବା ଅନୁସୂଚୀତ ଜନଜାତି ବର୍ଗର ଜଣେ ମହିଳାଙ୍କ ପରିବାରକୁ ଗ୍ରାମବାସୀମାନେ ସାମାଜିକ ବାସନ୍ଦ କରିବା ସଂପର୍କିତ ଗଣମାଧ୍ୟମ ରିପୋର୍ଟ ଉପରେ ସ୍ବତଃ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜାତୀୟ ମାନବାଧିକାର କମିଶନ (ଏନଏଚଆରସି)। ରିପୋର୍ଟ ଅନୁସାରେ ଯଦି ମହିଳାଙ୍କ ପରିବାର ପୁଣି ସମାଜକୁ ଫେରିବାକୁ ଚାହାଁନ୍ତି, ତେବେ ସେମାନଙ୍କୁ ଏକ ଶୁଦ୍ଧୀକରଣ ଅନୁଷ୍ଠାନ କରିବାକୁ ହେବ ଗ୍ରାମବାସୀମାନେ ଦାବି କରିଥିଲେ। ଯଦି ସେମାନେ ଏହି ପରମ୍ପରା ପାଳନ ନ କରନ୍ତି, ତେବେ ସେମାନଙ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାସନ୍ଦ କରିବାକୁ ଗ୍ରାମବାସୀ ଧମକ ଦେଇଥିଲେ।

କମିଶନ ଅନୁଧ୍ୟାନ କରିଛନ୍ତି ଯେ ଯଦି ଗଣମାଧ୍ୟମ ରିପୋର୍ଟର ବିଷୟବସ୍ତୁ, ଯଦି ସତ୍ୟ ହୋଇଥାଏ, ତେବେ ପୀଡିତାଙ୍କ ମାନବାଧିକାର ଉଲ୍ଲଂଘନର ଏକ ଗମ୍ଭୀର ମାମଲା ସୃଷ୍ଟି ହେଉଛି। ତେଣୁ କମିଶନ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଏକ ନୋଟିସ ଜାରି କରି ଦୁଇ ସପ୍ତାହ ମଧ୍ୟରେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ମାଗିଛନ୍ତି।

୨୧ ଜୁନ ୨୦୨୫ରେ ପ୍ରକାଶିତ ଏହି ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମହିଳାଙ୍କ ପରିବାର ସଦସ୍ୟମାନେ ଗ୍ରାମବାସୀଙ୍କ ନିର୍ଦ୍ଦେଶ ଆଗରେ ନତମସ୍ତକ ହୋଇଥିଲେ ଓ ଶୁଦ୍ଧୀକରଣ ପରମ୍ପରା ଅନୁସାରେ ପରିବାରର ୪୦ ଜଣ ସଦସ୍ୟଙ୍କ ମୁଣ୍ଡ ଲଣ୍ଡା କରାଯାଇଥିଲା।

ଓଡିଶା ଗଣମାଧ୍ୟମ ରିପୋର୍ଟ ଜାତୀୟ ମାନବାଧିକାର କମିଶନ ରାୟଗଡା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Latest News

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026

ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

July 21, 2026

ଜୁଲାଇ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ୨୨ରୁ ପଞ୍ଜିକରଣ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.