Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

June 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Gopabandhu
ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ହେଉଛି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଉପଲକ୍ଷେ ଆଜି ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି। ଏହି ଅବସରରେ ବିଧାନସଭା ପରିସରରେ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ବାଚସ୍ପତି ସୁରମା ପାଢୀ ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖ ଉପସ୍ଥିତ ଥିଲେ।

Gopabandhu Das ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଗୋପବନ୍ଧୁ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.