Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ୱିତୀୟ ଟେଷ୍ଟ ପାଇଁ ଘୋଷଣା ହେଲା ଇଂଲଣ୍ଡ ଦଳ, ଫେରିଲେ ଜୋଫ୍ରା ଆର୍ଚର; ଏହି ୧୫ ଖେଳାଳିଙ୍କୁ ମିଳିଲା ସୁଯୋଗ
ଆଜିର ଖବର

ଦ୍ୱିତୀୟ ଟେଷ୍ଟ ପାଇଁ ଘୋଷଣା ହେଲା ଇଂଲଣ୍ଡ ଦଳ, ଫେରିଲେ ଜୋଫ୍ରା ଆର୍ଚର; ଏହି ୧୫ ଖେଳାଳିଙ୍କୁ ମିଳିଲା ସୁଯୋଗ

June 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଇଂଲଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। ଷ୍ଟାର ଦ୍ରୁତ ବୋଲର ଜୋଫ୍ରା ଆର୍ଚର ବହୁତ ଦିନ ପରେ ଦଳକୁ ଫେରିଛନ୍ତି। ପ୍ରକାଶ ଯେ, ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଜୁଲାଇ ୨ ତାରିଖରୁ ବର୍ମିଂହାମ ଏଜବାଷ୍ଟନରେ ଖେଳାଯିବ।

ଦ୍ୱିତୀୟ ଟେଷ୍ଟ ପାଇଁ ଇଂଲଣ୍ଡର ୧୫ ଜଣିଆ ଦଳ:

ବେନ୍ ଷ୍ଟୋକ୍ସ (ଅଧିନାୟକ), ଜୋଫ୍ରା ଆର୍ଚର, ସୋଏବ ବଶିର, ଜାକବ ବେଥେଲ, ହ୍ୟାରି ବ୍ରୁକ୍, ବ୍ରାଇଡନ୍ କାର୍ସେ, ସାମ୍ କୁକ୍, ଜ୍ୟାକ୍ କ୍ରାଉଲି, ବେନ୍ ଡକେଟ, ଜେମି ଓଭରଟନ୍, ଓଲି ପୋପ୍, ଜୋ ରୁଟ୍, ଜେମି ସ୍ମିଥ୍, ଜୋଶ୍ ଟଙ୍ଗ୍ ଏବଂ କ୍ରିସ୍ ୱକ୍ସ।

ben stokes IND VS ENG IND Vs ENG 2nd Test India Vs England Jofra Archer
Share. Facebook Twitter LinkedIn Email WhatsApp Copy Link

Related Posts

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025
Latest News

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.