Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅହମ୍ମଦାବାଦ: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ବେଳେ ନିୟନ୍ତ୍ରଣ ହରାଇଲେ ୩ ହାତୀ, ଦଳାଚକଟାରେ ୪ ଆହତ
ଆଜିର ଖବର

ଅହମ୍ମଦାବାଦ: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ବେଳେ ନିୟନ୍ତ୍ରଣ ହରାଇଲେ ୩ ହାତୀ, ଦଳାଚକଟାରେ ୪ ଆହତ

June 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦ: ଅହମ୍ମଦାବାଦରେ ୧୪୮ ତମ ଜଗନ୍ନାଥ ରଥଯାତ୍ରା ଚାଲିଛି। ଏହି ସମୟରେ ଏକ ହାତୀ ନିୟନ୍ତ୍ରଣ ହରାଇଛି। ଡିଜେର ଜୋରଦାର ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏଠାକୁ ସେଠାକୁ ଦୌଡ଼ିବାକୁ ଲାଗିଛି ଏବଂ ଆଖପାଖ ଲୋକଙ୍କ ମଧ୍ୟରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ତଥାପି ଶେଷରେ ମାହୁତମାନେ ହାତୀଟିକୁ ନିୟନ୍ତ୍ରଣକୁ ନିଏଛନ୍ତି।

ପବିତ୍ର ରଥ ଯାତ୍ରାରେ ହଜାର ହଜାର ଭକ୍ତ ଏକାଠି ହୋଇଛନ୍ତି। ଏହି ସମୟରେ ତିନୋଟି ହାତୀ ନିୟନ୍ତ୍ରଣ ହରାଇବାରୁ ଭିଡ଼ରେ ଉପସ୍ଥିତ ଲୋକମାନେ ମଧ୍ୟ ଏଠାକୁ ସେଠାକୁ ଦୌଡ଼ିବାକୁ ଲାଗିଥିଲେ। ଯାହାଫଳରେ ଦଳାଚକଟାରେ ୩/୪ ଜଣ ଶ୍ରଦ୍ଧାଳୁ ଆହତ ହୋଇଥିବା ଜଣାପଡିଛି।

୧୫ ମିନିଟ୍ ବିରତି ପରେ ହାତୀମାଙ୍କୁ ରାସ୍ତାରୁ ମୁଖ୍ୟ ରାସ୍ତାକୁ ଅଣାଯାଇଥିଲା ଏବଂ ସେମାନଙ୍କୁ ନିୟନ୍ତ୍ରଣ କରିବା ପରେ ରଥଯାତ୍ରା ପୁନରାରମ୍ଭ କରାଯାଇଥିଲା।

Ahmedabad News Gujarat News Jagannath Yatra
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.