Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ଅବସରରେ ଉତ୍କଳ ପ୍ରସଂଗର ସ୍ବତନ୍ତ୍ର ସଂଖ୍ୟା ହେଲା ଉନମୋଚିତ
ଆଜିର ଖବର

ରଥଯାତ୍ରା ଅବସରରେ ଉତ୍କଳ ପ୍ରସଂଗର ସ୍ବତନ୍ତ୍ର ସଂଖ୍ୟା ହେଲା ଉନମୋଚିତ

June 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଥଯାତ୍ରା ଅବସରରେ ଉତ୍କଳ ପ୍ରସଂଗର ସ୍ବତନ୍ତ୍ର ସଂଖ୍ୟା ହେଲା ଉନମୋଚିତ

ପୁରୀ: ରଥଯାତ୍ରା ଅବସରରେ ଆଜି ପୁରୀ ବଡ ଦାଣ୍ଡରରେ ଉନମୋଚିତ ହୋଇଛି ଉତ୍କଳ ପ୍ରସଂଗର ସ୍ବତନ୍ତ୍ର ସଂଖ୍ୟା। ଏହି ସ୍ବତନ୍ତ୍ର ସଂଖ୍ୟାଟି ପ୍ରଭୃ ଜଗନ୍ନାଥଙ୍କ ରଥଯାତ୍ରା ଉପରେ ଅଧାରିତ। ଯାହାକୁ କୁହାଯାଇଛି ରଥଯାତ୍ରା ବିଶେଷାଙ୍କ। ଏହି ସ୍ବତନ୍ତ୍ର ସଂଖ୍ୟାରେ ରଥଯାତ୍ରାର ଇତିହାସ, କିମ୍ବଦନ୍ତୀ ଏବଂ ଗବେଷଣା ସାହିତ୍ୟ ଉପରେ ଆଧାରିତ ହୋଇଛି। ଏହି ସଂଖ୍ୟାରେ ରାଜ୍ୟର ବିଶିଷ୍ଠ ଲେଖକଙ୍କର ଲେଖା ପ୍ରକାଶିତ ହୋଇଛି।

ଏହି ସଂଖ୍ୟାକୁ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ରସିଂ ଶେଖାୱାତ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, କେଭି ସିଂହଦେଓ ପ୍ରମୁଖ ଉନମୋଚନ କରିଥିଲେ।

Rath Yatra ଉତ୍କଳ ପ୍ରସଂଗ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.