Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ଆଜିଠାରୁ ଅନଲାଇନ ପଞ୍ଜୀକରଣ
ଆଜିର ଖବର

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି: ଆଜିଠାରୁ ଅନଲାଇନ ପଞ୍ଜୀକରଣ

June 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 
ସେପ୍ଟେମ୍ବର ୮ ରେ ସ୍ଥଗିତ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର: ଜୁନ ୩୦ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନ ଅଭିଯୋଗ ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି।

ଆଜି ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

ଅନଲାଇନ ପଞ୍ଜୀକରଣ ଜନ ଅଭିଯୋଗ ଶୁଣାଣି ମୋହନ ଚରଣ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.