Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସମ୍ବିଧାନ ହତ୍ୟା ଦିବସ ପାଳିତ
ଆଜିର ଖବର

ଭାରତର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସମ୍ବିଧାନ ହତ୍ୟା ଦିବସ ପାଳିତ

June 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୫ ମସିହା ଜୁନ୍‌ ମାସ ୨୫ ତାରିଖରେ, ସାରା ଭାରତର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯାଇଛି। ଏହାର ନେତୃତ୍ୱ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ଉପରାଜ୍ୟପାଳ ନେଇଥିଲେ। ଏହି କାର୍ଯ୍ୟକ୍ରମଗୁଡ଼ିକର ପ୍ରମୁଖ ଉଦ୍ଦେଶ୍ୟ ଥିଲା :

ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ଏବଂ ଗଣତନ୍ତ୍ରକୁ ସୁରକ୍ଷା ଦେଇଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବା।

ସାର୍ବଜନୀନ ଆଲୋଚନା ସହ ପ୍ରଦର୍ଶନୀ ପ୍ରଦର୍ଶନ କରିବା ଏବଂ ଚଳଚ୍ଚିତ୍ର ପ୍ରଦର୍ଶନରେ ସାମିଲ ହେବ।

ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକର ଦୁର୍ବଳତା ଏବଂ ସାମର୍ଥ୍ୟ ଉପରେ ଆନ୍ତଃପିଢ଼ିଗତ ଆଲୋଚନାକୁ ପ୍ରୋତ୍ସାହିତ କରିବା।

ଭାରତରେ ଗଣତନ୍ତ୍ର କେବଳ ଏକ ରାଜନୈତିକ ବ୍ୟବସ୍ଥା ନୁହେଁ; ଏହା ଏକ ସଭ୍ୟତାର ଚିନ୍ତାଧାରା, ଯାହା ଭାରତର ଐତିହାସିକ ଏବଂ ସାଂସ୍କୃତିକ ଢାଞ୍ଚା ସହ ନିବିଡ଼ ଭାବରେ ସଂଶ୍ଳିଷ୍ଟ ଏକ ସଭ୍ୟତାଗତ ନୀତି। ସମ୍ବିଧାନ ହତ୍ୟା ଦିବସ କେବଳ ଏକ ଅତୀତରେ ଘଟିଥିବା ଅନ୍ୟାୟର ସ୍ମୃତିଚାରଣ ନୁହେଁ, ବରଂ ଗଣତାନ୍ତ୍ରିକ ନୀତି, ସାଂଗଠନିକ ଅଖଣ୍ଡତା ଏବଂ ସାମ୍ବିଧାନିକ ମୂଲ୍ୟବୋଧ ପ୍ରତି ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଏକ ଉତ୍କୃଷ୍ଟ ଉଦାହରଣ। ଆସନ୍ତୁ ଆମେ ଏକ ରାଷ୍ଟ୍ର ଭାବରେ ଆମ ଗଣତନ୍ତ୍ରର ମୂଳଦୁଆକୁ ରକ୍ଷା କରିବା ପାଇଁ ଆମର ସଂକଳ୍ପକୁ ପ୍ରତିଫଳିତ କରିବା, ଅତୀତର ସ୍ମୃତିଚାରଣ କରିବା  ଏବଂ ନୂତନତ୍ୱକୁ ପ୍ରୋତ୍ସାହିତ କରିବା।

ଦିଲ୍ଲୀ

ସଂସ୍କୃତି ମନ୍ତ୍ରଣାଳୟ ପ୍ରତ୍ୟେକ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୫୦ଟି ପ୍ରମୁଖ ସ୍ଥାନରେ “ଗଣତାନ୍ତ୍ରିକତା ଦୀର୍ଘଜୀବୀ ହେଉ” ପ୍ରଦର୍ଶନୀର ଶୁଭାରମ୍ଭ ପାଇଁ ଯୋଗାଯୋଗର ଉଦ୍ୟମ କରୁଛି,  ଯାହା ଆଗାମୀ ସପ୍ତାହଗୁଡ଼ିକରେ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ।

ଦିଲ୍ଲୀ– ସେଣ୍ଟ୍ରାଲ ପାର୍କ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କେନ୍ଦ୍ରୀୟ ମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ସହ ସେଣ୍ଟ୍ରାଲ ପାର୍କ, କନଟ୍ ପ୍ଲେସରେ ‘ସମ୍ବିଧାନ ହତ୍ୟା ଦିବସ’ ଉପରେ ପ୍ରଦର୍ଶନୀର ଉଦଘାଟନ କରିଛନ୍ତି।

ସମ୍ବିଧାନ ହତ୍ୟା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.