Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ଢାଞ୍ଚାରେ ନିର୍ମିତ ତାମିଲନାଡୁର ଏହି ଶ୍ରୀଜଗନ୍ନାଥ ମନ୍ଦିର ଭକ୍ତଙ୍କୁ କରେ ଆକର୍ଷିତ
ଆଜିର ଖବର

ଶ୍ରୀମନ୍ଦିର ଢାଞ୍ଚାରେ ନିର୍ମିତ ତାମିଲନାଡୁର ଏହି ଶ୍ରୀଜଗନ୍ନାଥ ମନ୍ଦିର ଭକ୍ତଙ୍କୁ କରେ ଆକର୍ଷିତ

June 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ, ତାମିଲନାଡୁର ଦିବ୍ୟ ତ୍ରିମୂର୍ତ୍ତି ଭାବେ ପରିଚିତ ହେଉଛନ୍ତି ପ୍ରଭୃ ଶ୍ରୀଜଗନ୍ନାଥ, ପ୍ରଭୃ ବଳଭଦ୍ର ଏବଂ ମା ସୁଭଦ୍ରା। ତାଙ୍କରି ପୂଜା ବିଧି ପାଇଁ ତାମିଲନାଡୁରେ ନିର୍ମାଣ କରାଯାଇଛି ଏହି ଶ୍ରୀଜଗନ୍ନାଥ ମନ୍ଦିର। ସମୁଦ୍ର କୂଳର ପୂର୍ବ ତଟ ରାସ୍ତାର କନ୍ନଥୁରଠାରେ ଅବସ୍ଥିତ ଏହି ଜଗନ୍ନାଥ ମନ୍ଦିର ପୁରୀର ସ୍ମୃତିଚାରଣ କରୁଥିବା କଳିଙ୍ଗ ସ୍ଥାପତ୍ୟରେ ନିର୍ମିତ ହୋଇଛି। ଏହି ମନ୍ଦିର ଶିବ, ଗଣେଷ ଏବଂ ବିମଳାଙ୍କ ପାଇଁ ମଧ୍ୟ ସମର୍ପିତ କରାଯାଇଛି।

୨୦୦୧ ମସିହାରେ ନିର୍ମିତ ଏହି ମନ୍ଦିର ସଂପୂର୍ଣ୍ଣ ଭାବେ ଓଡିଆ ସ୍ଥାପତ୍ୟ ଢାଞ୍ଚାରେ କରାଯାଇଛି। ସେହିପରି ଶ୍ରୀଜୀୟୁଙ୍କ ପ୍ରତିମୂର୍ତ୍ତି ମଧ୍ୟ ପୁରୀ ଢାଞ୍ଚାରେ ନିମ୍ବ କାଠରେ ନିର୍ମାଣ କରାଯାଇଛି। ସେଠାରେ ପ୍ରତିବର୍ଷ ରଥଯାତ୍ରାର ମଧ୍ୟ ଆୟୋଜନ କରାଯାଇଥାଏ। ତେବେ ଏହି ରଥଯାତ୍ରାରେ ରଥ କାଠ ପରିବର୍ତ୍ତେ ଷ୍ଟିଲ ରଡରେ ନିର୍ମାଣ କରାଯାଇଛି।

ଜଗନ୍ନାଥ ମନ୍ଦିର ତାମିଲନାଡୁର ଜଗନ୍ନାଥ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Latest News

ଛାତ୍ର ସଂସଦ ନିର୍ବାନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.