Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଲ୍‌ ସଂଶୋଧନ ଭୋଟିଂରେ କମଲନାଥଙ୍କ ସହ ଦୁଇ ବିଜେପି ବିଧାୟକ
ଆଜିର ଖବର

ବିଲ୍‌ ସଂଶୋଧନ ଭୋଟିଂରେ କମଲନାଥଙ୍କ ସହ ଦୁଇ ବିଜେପି ବିଧାୟକ

July 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗତକାଲି କର୍ଣ୍ଣାଟକରେ କଂଗ୍ରେସ-ଜନତା ଦଳ ସେକୁଲାର (ଜେଡିଏସ୍‌)ର ମେଣ୍ଟ ସରକାର ଭାଙ୍ଗି ଯାଇଥିବାବେଳେ ବିଜେପି ମଧ୍ୟପ୍ରଦେଶରେ ମଧ୍ୟ ସେହିଭଳି କିଛି ସ୍ଥିତି ଉପୁଜାଇବା ନେଇ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଏହି ବିଷୟରେ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ କିଛି ଆଭାସ ମଧ୍ୟ ଦେଇଥିଲେ। କିନ୍ତୁ ବୁଧବାର ଏହାର ଓଲଟା ପ୍ରଭାବ ଦେଖିବାକୁ ମିଳିଛି। ଗୋଟିଏ ପକ୍ଷରେ ବିଜେପି ସରକାର ଭାଙ୍ଗିବା କଥା କହିଲାବେଳେ ଅପରପକ୍ଷରେ ମଧ୍ୟପ୍ରଦେଶ ବିଧାନସଭାରେ ଅପରାଧିକ କାନୁନ୍‌ ସଂଶୋଧନ ବିଲ୍‌ ସମ୍ବନ୍ଧୀୟ ଭୋଟିଂରେ ବିଜେପିର ଦୁଇ ବିଧାୟକ କମଲନାଥ ସରକାରଙ୍କ ସମର୍ଥନରେ ଭୋଟ୍‌ ଦେଇଛନ୍ତି। ଏହି ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ କମଲନାଥ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.