Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା
ଆଜିର ଖବର

ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା

June 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା

ଭୁବନେଶ୍ବର: ପୁରୀ ଦଳଚକଟାରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

Puri Stampede ଦଳଚକଟା ପୁରୀ ଦୁର୍ଘଟଣା ପୁରୀରେ ଦଳଚକଟା ରଥଯାତ୍ରା ଦୁର୍ଘଟଣା ରଥଯାତ୍ରାରେ ଦଳାଚକଟା
Share. Facebook Twitter LinkedIn Email WhatsApp Copy Link

Related Posts

ଗଜପତିରେ ଜିଲ୍ଲାସ୍ତରୀୟ ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ଆଇନ ମନ୍ତ୍ରୀ

August 6, 2025

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ

August 6, 2025

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025
Latest News

ଗଜପତିରେ ଜିଲ୍ଲାସ୍ତରୀୟ ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ଆଇନ ମନ୍ତ୍ରୀ

August 6, 2025

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ରାଜ୍ୟ ବିଜେପି ସଭାପତିଙ୍କୁ ସ୍ମାରକପତ୍ର ପ୍ରଦାନ

August 6, 2025

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି: ବାଣିଜ୍ୟିକ ପ୍ରତିଷ୍ଠାନର ଫଳକରେ ଓଡ଼ିଆ ଲେଖାକୁ କଲେ ବାଧ୍ୟତାମୂଳକ

August 6, 2025

ଭାରତଠାରୁ ୫୦ ପ୍ରତିଶତ ଶୁଳ୍କ ଆଦାୟ କରିବ ଆମେରିକା: ଏହି କାରଣରୁ ଜରିମାନା ଲଗାଇଲେ ଡୋନାଲ୍ଡ ଟ୍ରମ୍ପ 

August 6, 2025

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

August 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.