Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ : 5 ମୃତ, 10 ଆହତ
ଆଜିର ଖବର

ଆଫଗାନିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ : 5 ମୃତ, 10 ଆହତ

July 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
blast
blast

ଆଫଗାନିସ୍ତାନରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟି 5 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 10 ଜଣ ଆହତ ହୋଇଛନ୍ତି । ଗୁରୁବାର ଖଣି ମନ୍ତ୍ରାଳୟର ଅଧିକାରୀଙ୍କୁ ନେଈ ଯାଉଥିବା ବସ୍‌ରେ ଆତ୍ମଘାତୀ ବିସ୍ଫୋରଣ ଘଟିଥିଲା । ଏହି ବିସ୍ଫୋରଣରେ 5 ଜଣଙ୍କ ମୃତ୍ୟୁ ଏବଂ 10 ଜଣ ଆହତ ହୋଇଥିବା ସମ୍ପର୍କରେ ଗୃହ ମନ୍ତ୍ରାଳ୍ରୟର ମୁଖପାତ୍ର ନସ୍ରତ ରହିମି ସୂଚନା ଦେଇଛନ୍ତି । ସମସ୍ତ ମୃତବ୍ୟକ୍ତି ମାନେ ସରକାରୀ ଅଧିକାରୀ ବୋଲି ସ୍ପଷ୍ଟ କରିଛନ୍ତି କାବୁଲ ପୋଲିସ୍‌ ମୁଖ୍ୟ ଫିର୍‌ଦୌସ୍‌ ଫରମାଜ୍‌ । ଏହି ବିସ୍ଫୋରଣ ପରେ କାବୁଲ୍‌ରେ ଅନ୍ୟ ଏକ ବିସ୍ଫୋରଣ ସଙ୍ଗଠିତ ହୋଇଥିଲା ମାତ୍ର ଏହି ବିସ୍ଫୋରଣରେ କେହି ଆହତ ହୋଇନଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026
Latest News

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026

ମାତ୍ର ଗୋଟିଏ ଭୋଟ ବି ଭାଗ୍ୟ ବଦଳାଇ ଦିଏ

May 5, 2026

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗୁଜରାଟ ଗସ୍ତ

May 5, 2026

ମେ ୭ ତାରିଖରେ ବିହାର କ୍ୟାବିନେଟ୍ ସମ୍ପ୍ରସାରଣ: ଜାଣନ୍ତୁ କେଉଁ ଦଳରୁ କେତେ ମନ୍ତ୍ରୀ?

May 5, 2026

ସାଧାରଣ ଅଟୋ ଡ୍ରାଇଭରରୁ ରାଜନେତା: କେ. ବିଜୟ ଧାମୁ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.