Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡାକ୍ତର ଦିବସରରେ ସମସ୍ତ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଡାକ୍ତର ଦିବସରରେ ସମସ୍ତ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

July 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଡାକ୍ତର ଦିବସ ଅବସରରେ ସମସ୍ତ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, “ଆମ ଡାକ୍ତରମାନେ ସେମାନଙ୍କର ଦକ୍ଷତା ଏବଂ ଅଧ୍ୟବସାୟ ବଳରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କର କରୁଣା ଭାବନା ମଧ୍ୟ ସମାନ ଭାବରେ ଉଲ୍ଲେଖନୀୟ।

ଶ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଡାକ୍ତର ଦିବସରେ ସମସ୍ତ ପରିଶ୍ରମୀ ଡାକ୍ତରମାନଙ୍କୁ ଶୁଭେଚ୍ଛା। ଆମର ଡାକ୍ତରମାନେ ସେମାନଙ୍କର ଦକ୍ଷତା ଏବଂ ଅଧ୍ୟବସାୟ ବଳରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କର କରୁଣା ଭାବନା ମଧ୍ୟ ସମାନ ଭାବରେ ଉଲ୍ଲେଖନୀୟ। ସେମାନେ ପ୍ରକୃତରେ ସ୍ୱାସ୍ଥ୍ୟ ରକ୍ଷକ ଏବଂ ମାନବତାର ସ୍ତମ୍ଭ। ଭାରତର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ଼ କରିବାରେ ସେମାନଙ୍କର ଅବଦାନ ପ୍ରକୃତରେ ଅସାଧାରଣ।”

narendramodi ଡାକ୍ତର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଲଞ୍ଚ ହେଲା ମଦ ବୁକିଂ ଆପ୍‌! ଘରେ ବସି କରନ୍ତୁ ଅନଲାଇନ୍ ବୁକିଂ, ହେଲେ ଡେଲିଭରି ମିଳିବନି

October 29, 2026

୨୮ MLC ଆସନର ଫଳାଫଳ ଘୋଷିତ: ବିଜେପି ଆଗରେ, କଂଗ୍ରେସକୁ ଝଟକା

October 29, 2026

BEL Recruitment 2026: ବିନା ଅଭିଜ୍ଞତାରେ ମିଳିପାରେ ଲକ୍ଷ ଲକ୍ଷ ଟଙ୍କାର ଚାକିରି!

October 29, 2026

ଅନ୍ୟଙ୍କ ଭାଗ୍ୟ କହୁଥିଲେ ଜ୍ୟୋତିଷ, ନିଜ ପତ୍ନୀଙ୍କ ନିର୍ବାଚନୀ ଭାଗ୍ୟ ହେଲା ଫେଲ୍! ମାତ୍ର ୩୦୦ ଭୋଟରେ ହାରିଲେ

October 29, 2026
Latest News

ଦିଲ୍ଲୀରେ ଲଞ୍ଚ ହେଲା ମଦ ବୁକିଂ ଆପ୍‌! ଘରେ ବସି କରନ୍ତୁ ଅନଲାଇନ୍ ବୁକିଂ, ହେଲେ ଡେଲିଭରି ମିଳିବନି

October 29, 2026

୨୮ MLC ଆସନର ଫଳାଫଳ ଘୋଷିତ: ବିଜେପି ଆଗରେ, କଂଗ୍ରେସକୁ ଝଟକା

October 29, 2026

BEL Recruitment 2026: ବିନା ଅଭିଜ୍ଞତାରେ ମିଳିପାରେ ଲକ୍ଷ ଲକ୍ଷ ଟଙ୍କାର ଚାକିରି!

October 29, 2026

ଅନ୍ୟଙ୍କ ଭାଗ୍ୟ କହୁଥିଲେ ଜ୍ୟୋତିଷ, ନିଜ ପତ୍ନୀଙ୍କ ନିର୍ବାଚନୀ ଭାଗ୍ୟ ହେଲା ଫେଲ୍! ମାତ୍ର ୩୦୦ ଭୋଟରେ ହାରିଲେ

October 29, 2026

Tiger Shroff Firing Case: ୨.୫ ଲକ୍ଷରେ କିଣାଯାଇଥିଲା ପିସ୍ତଲ, ଖୋଜା ଚାଲିଛି ମାଷ୍ଟରମାଇଣ୍ଡ୍!

October 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.