Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ, ପ୍ରଦାନ କଲେ ୨୫ ଲକ୍ଷ ଟଙ୍କା
ଆଜିର ଖବର

ପୁରୀରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ, ପ୍ରଦାନ କଲେ ୨୫ ଲକ୍ଷ ଟଙ୍କା

July 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀରେ ମୃତବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ, ପ୍ରଦାନ କଲେ ୨୫ ଲକ୍ଷ ଟଙ୍କା

ଭୁବନେଶ୍ବର: ଶରଧାବାଲି ଦଳାଚକଟାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରଙ୍କୁ ଭେଟିଲେ ଆଇନ ମନ୍ତ୍ରୀ ଶ୍ରୀ ପୃଥୀରାଜ ହରିଚନ୍ଦନ। ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ ବ୍ଲକ ଅନ୍ତର୍ଗତ କଳାଙ୍ଗ ପଞ୍ଚାୟତ ଅଧିନସ୍ଥ ଗୋବର୍ଦ୍ଧନପୁର ଗ୍ରାମର ନିବାସୀ ଶ୍ରୀ ଦିଲ୍ଲୀପ କୁମାର ସାହୁଙ୍କ ଧର୍ମପତ୍ନୀ ସ୍ବର୍ଗୀୟା ବାସନ୍ତୀ ସାହୁଙ୍କ ପରଲୋକ ଘଟିଥିଲା। ଆଜି ତାଙ୍କ ପରିବାରଙ୍କୁ ସାକ୍ଷାତ କର ସମବେଦନା ଜଣାଇଛନ୍ତି ମନ୍ତ୍ରୀ ଶ୍ରୀ ହରିଚନ୍ଦନ।

ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦେଇ ସେ ଲେଖିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ, ଆଜି ଗୋବର୍ଦ୍ଧନପୁର ସ୍ଥିତ ବାସଭବନକୁ ଯାଇ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଲି। ତାଙ୍କ ସ୍ବାମୀ ଶ୍ରୀ ଦିଲ୍ଲୀପ କୁମାର ସାହୁଙ୍କୁ ରାଜ୍ୟ ସରକାରଙ୍କ ଦ୍ବାରା ଘୋଷଣା ହୋଇଥିବା ୨୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କଲି। ଏହି ଦୁଃଖଦ ସମୟରେ ମହାପ୍ରଭୁ ତାଙ୍କ ପରିବାରବର୍ଗଙ୍କୁ ଧୈର‌୍ୟ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ଏତିକି ପ୍ରାର୍ଥନା।

ମନ୍ତ୍ରୀଙ୍କ ସହିତ ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ କୁମାର ଜଗଦ୍ଦେବ, ମାହାଙ୍ଗା ବିଧାୟକ ଶ୍ରୀ ଶାରଦା ପ୍ରଧାନ, ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ , ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ଶ୍ରୀ ବିଶ୍ବରଞ୍ଜନ ବଡ଼ଜେନା, ବେଗୁନିଆ ନିର୍ବାଚନ ମଣ୍ଡଳୀର ନେତା ଶ୍ରୀ ପ୍ରକାଶ ବିଜୁଳି ପ୍ରମୁଖ ଉପସ୍ଥିତ ଥିଲେ।

ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ରଥଯାତ୍ରା ଦଳାଚକଟା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.