Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»300 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ : ଡଲାର ମୂଲ୍ୟରେ ଟଙ୍କା 8 ପଇସା ଶକ୍ତିଶାଳୀ
ଆଜିର ଖବର

300 ପଏଣ୍ଟ ଉପରକୁ ଉଠିଲା ସେନସେକ୍ସ : ଡଲାର ମୂଲ୍ୟରେ ଟଙ୍କା 8 ପଇସା ଶକ୍ତିଶାଳୀ

July 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
sensex crosses 40 thousand mark

ଗୁରୁବାର ଶେୟାର ବଜାର ଖୋଲିବା ପରେ ନିବେଶକଙ୍କୁ ଭଲ ଫାଇଦା ମିଳିଛି । ଏହି ସମୟରେ ସେନସେକ୍ସ 300 ପଏଣ୍ଟ ଉପରକୁ ଉଠିଥିବା ବେଳେ ନିଫ୍‌ଟୀ 81 ପଏଣ୍ଟ ଉପରକୁ ଉଠିଥିଲା । 309.16 ପଏଣ୍ଟ ବୃଦ୍ଧି ସହିତ ସେନ୍‌ସେକ୍ସ 8156.81 ପଏଣ୍ଟରେ ରହିଥିବା ବେଳେ ନିଫ୍‌ଟୀ 81.15 ପଏଣ୍ଟ ବୃଦ୍ଧି ସହିତ 11352.45 ପଏଣ୍ଟରେ ପହଞ୍ଚିଛି । ଇଣ୍ଡସଇଣ୍ଡ ବ୍ୟାଙ୍କ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ସନ୍‌ ଫାର୍ମା, ବେଦାନ୍ତ ପ୍ରମୁଖ ଲାଭ ହାସଲକାରୀ ଅଂଶଧନ ରହିଥିବା ବେଳେ କୋଟାକ ବ୍ୟାଙ୍କ, ଟାଟା ମୋଟର୍ସ, ୟେସ୍‌ ବ୍ୟାଙ୍କ, ଏସିଆନ୍‌ ପେଣ୍ଟସ୍‌ ଏବଂ ଓଏନ୍‌ଜିସି ପ୍ରମୁଖର ଅଂଶଧନ ମୂଲ୍ୟ କମ୍‌ ରହିଛି । ଏହି ସମୟରେ ଡଲାର ତୁଳନାରେ ଟଙ୍କାର ମୂଲ୍ୟ 8 ପଇସା ବୃଦ୍ଧି ପାଇଛି । ଡଲାରର ବିନିମୟ ମୂଲ୍ୟ 69.46 ଟଙ୍କା ରହିଥିବା ବେଳେ ଆଜି 69.38 ଟଙ୍କା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.