Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

July 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଘାନା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏକ ମୂଲ୍ୟବାନ ଉପହାର ଦେଇଛନ୍ତି। ଏହି ଉପହାରର ଓଡ଼ିଶା ସହ ସମ୍ପର୍କ ରହିଛି। ଉପହାରଟି ହେଉଛି କଟକରେ ନିର୍ମିତ ଏକ ସୁନ୍ଦର ରୁପା ତାରକସୀର ପର୍ସ। ରୁପା ତାରକସୀ ହସ୍ତଶିଳ୍ପ ପାଇଁ ସାରା ବିଶ୍ୱରେ କଟକର ପ୍ରସିଦ୍ଧି ରହିଛି। ଏଠାକାର କାରିଗରମାନେ ୫୦୦ ବର୍ଷରୁ ଅଧିକ ସମୟ ଧରି ନିଖୁଣ ରୁପା ତାରକସୀ କାମ କରି ଆସୁଛନ୍ତି।

ପ୍ରଧାନମନ୍ତ୍ରୀ ଦେଇଥିବା ଉପହାରଟି କୁଶଳୀ କାରୀଗରଙ୍କ ଦ୍ୱାରା ଅତ୍ୟନ୍ତ ନିଖୁଣ ଭାବେ ପ୍ରସ୍ତୁତ କରାଯାଇଛି। ଏଥିରେ ଅତି ପତଳା ରୁପା ତାରରେ ତିଆରି ହୋଇଥିବା ସୂକ୍ଷ୍ମ ଫୁଲ ଏବଂ ସୁନ୍ଦର ଡିଜାଇନ କରାଯାଇଛି। ପର୍ସଟି ଖୁବ୍‌ ହାଲୁକା ଓ ଦୀର୍ଘସ୍ଥାୟୀ ହେବା ସହିତ ଏହାର ସୌନ୍ଦର୍ଯ୍ୟ ଅତ୍ୟନ୍ତ ମନୋହର।

କଟକର ତାରକସୀ କାରିଗରୀକୁ ପାରମ୍ପରିକ ଭାବେ ଗହଣାରେ ଉପଯୋଗ କରାଯାଇଥାଏ। ବର୍ତ୍ତମାନ ଏହାକୁ ପର୍ସ ଭଳି ଆଧୁନିକ ଉପକରଣରେ ଉପଯୋଗ କରାଯାଉଛି ଯାହା ଐତିହ୍ୟ ଏବଂ ସମସାମୟିକ ଶୈଳୀର ମିଶ୍ରଣ ଅଟେ।

ତାରକସୀ କାମ ସୌନ୍ଦର୍ଯ୍ୟ, ସାଂସ୍କୃତିକ ଗୌରବ ଏବଂ କାରିଗରୀ କୌଶଳର ପ୍ରତୀକ। ଏହା ଓଡ଼ିଶାର ସମୃଦ୍ଧ ହସ୍ତଶିଳ୍ପ ପରମ୍ପରାର ଏକ କାଳଜୟୀ ସ୍ମୃତିଚିହ୍ନ ଭାବେ ଉଜ୍ଜୀବିତ ହୋଇରହିଛି।

କଟକ ଘାନା ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ଏକ୍ସ’ ର ନୂତନ ଫିଚର୍ ରେ ଭାରତରେ ରେକର୍ଡ: ଶୀର୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ପୋଷ୍ଟ

December 19, 2025

ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା

December 19, 2025

୨୦୨୬ ଟି୨୦ ବିଶ୍ୱକପ୍: ଏହି ଦିନ ଘୋଷଣା ହେବ ଭାରତୀୟ ଦଳ, ଜାଣନ୍ତୁ ସମ୍ଭାବ୍ୟ ୧୫ ଖେଳାଳି

December 19, 2025

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି

December 19, 2025
Latest News

‘ଏକ୍ସ’ ର ନୂତନ ଫିଚର୍ ରେ ଭାରତରେ ରେକର୍ଡ: ଶୀର୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ପୋଷ୍ଟ

December 19, 2025

ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ଲୋକସଭା

December 19, 2025

୨୦୨୬ ଟି୨୦ ବିଶ୍ୱକପ୍: ଏହି ଦିନ ଘୋଷଣା ହେବ ଭାରତୀୟ ଦଳ, ଜାଣନ୍ତୁ ସମ୍ଭାବ୍ୟ ୧୫ ଖେଳାଳି

December 19, 2025

ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି

December 19, 2025

ସିଆଇଆଇ ପକ୍ଷରୁ ଭାରତର ଶ୍ରେଷ୍ଠ ଇନୋଭେଟରଙ୍କ ମଧ୍ୟରେ ଜିଓ ସାମିଲ 

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.