Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ବିଜେପି ବିଧାୟକଙ୍କ ଘର ଉପରେ ବୋମାମାଡ
ଆଜିର ଖବର

ପଶ୍ଚିମବଙ୍ଗ ବିଜେପି ବିଧାୟକଙ୍କ ଘର ଉପରେ ବୋମାମାଡ

July 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାରାକପୁର ବିଜେପି ସାଂସଦ ଅର୍ଜୁନ ସିଂହଙ୍କ ବାସଭବନ ଉପରେ ଦୁର୍ବୃତ୍ତମାନେ ବୋମା ମାଡ଼ କରିଛନ୍ତି । ଏହା ସହିତ ଘର ବାହାରେ ଗୁଳି ଚାଳନା କରିଛନ୍ତି । ଭାଟପାରା ନଗର ନିଗମର ମୁଖ୍ୟ ତଥା ଅର୍ଜୁନଙ୍କ ପୁତୁରା ସୌରଭ ସିଂହ ଏଥିପାଇଁ ତୃଣମୂଳ କଂଗ୍ରେସକୁ ଦାୟୀ କରିଛନ୍ତି । ଜଗତଦଲ ପୋଲିସ ତଦନ୍ତ ଆରମ୍ଭ କରିଛି । ସୌରଭଙ୍କ ଅଭିଯୋଗ ମୁତାବକ, ସେ ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରିଥିଲେ । ଏହା ପରେ ତାଙ୍କ ଘର ଉପରେ କିଛି ଦୁର୍ବୃତ୍ତ ବୋମା ଫିଙ୍ଗିଥିଲେ । ଏହା ପରେ ଘର ସାମ୍ନାରେ 7-8 ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିଲେ । ଘର ବାହାରେ ବହୁତ ଗୁଡ଼ିଏ ଫୁଟା ଗୁଳି ମଧ୍ୟ ଜବତ କରାଯାଇଛି । ପୋଲିସ ଅଧିକାରୀ ମନୋଜ କୁମାର ବର୍ମା ଘଟଣା ସ୍ଥଳରେ ପହଁଚି ତଦାରଖ କରୁଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.