Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ଧାରିତ ସମୟ ପୂର୍ବରୁ ଟଣାଗଲା ରଥ, ବଳଭଦ୍ରଙ୍କ ରଥ ଶ୍ରୀମନ୍ଦିର ନିକଟବର୍ତ୍ତି
ଆଜିର ଖବର

ନିର୍ଦ୍ଧାରିତ ସମୟ ପୂର୍ବରୁ ଟଣାଗଲା ରଥ, ବଳଭଦ୍ରଙ୍କ ରଥ ଶ୍ରୀମନ୍ଦିର ନିକଟବର୍ତ୍ତି

July 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
RathYatra2025
ନିର୍ଦ୍ଧାରିତ ସମୟ ପୂର୍ବରୁ ଟଣାଗଲା ରଥ, ବଳଭଦ୍ରଙ୍କ ରଥ ଶ୍ରୀମନ୍ଦିର ନିକଟବର୍ତ୍ତି

ପୁରୀ: ଆଜି ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ରଥଟଣା। ପୂର୍ବରୁ ଅପରାହ୍ନ ଚାରିଟାରେ ରଥ ଟଣାଯିବ ବୋଲି ସମୟ ଧାର୍ଯ୍ୟ କରାଯାଇଥିଲା। ହେଲେ ଆଜି ଅପରାହ୍ନ ତିନିଟାରେ ରଥଟଣା ଆରମ୍ଭ ହୋଇଯାଇଛି। ଗଜପତି ମହାରାଜା ତିନି ରଥରେ ଛେରା ପହଁରା ଆରମ୍ଭ କରିଥିଲେ। ତାହା ଶେଷ ହେବା ପରେ ଅପରାହ୍ନ ତିନିଟାରେ ପ୍ରଭୃ ବଳଭଦ୍ରଙ୍କୁ ରଥ ଟଣା ଆରମ୍ଭ ହୋଇଯାଇଥିଲା।

ବର୍ତ୍ତମାନ ପ୍ରଭୃ ବଳଭଦ୍ର ମାଉସୀମା ମନ୍ଦିରରେ ପୋଡ ପିଠାଖାଇ ଆଗକୁ ଯାଇଥିବା ବେଳେ ମା ସୁଭଦ୍ରା ମଧ୍ୟ ସେହିପରି ପିଠାଖାଇ ଆଗକୁ ଯାଇଛନ୍ତି। ଜଗତରନାଥ ଜଗନ୍ନାଥ ରଥ ମଧ୍ୟ ମାଉସୀମା ମନ୍ଦିର ପାଖାପାଖି ହୋଇସାରିଲାଣି। ଏଥିରୁ ସ୍ପଷ୍ଟ ହେଉଛି ଯେ, ଆଜି ଶ୍ରୀମନ୍ଦିର ସମ୍ମୁଖରେ ନିର୍ଦ୍ଧାରିତ ସମୟରେ ତିନି ରଥ ପହଞ୍ଚିଯିବେ।

Bahuda Yatra RathYatra2025 ବାହୁଡା ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Latest News

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.