Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ବାଇକକୁ ପିଟିଲା ବାଇକ, ଜଣେ ମୃତ, ଦୁଇ ଗୁରୁତର
ଆଜିର ଖବର

ବାଲୁଗାଁ: ବାଇକକୁ ପିଟିଲା ବାଇକ, ଜଣେ ମୃତ, ଦୁଇ ଗୁରୁତର

July 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡିଛି। ଖବର ମୁତାବକ ଗଞ୍ଜାମ ଜିଲ୍ଲା ରମ୍ଭା ଅଞ୍ଚଳର ଦଣ୍ଡପାଣି ବେହେରାଙ୍କ ପୁଅ ସଞ୍ଜୟ ବେହେରା(୨୬) ଓ ସାଥୀ ଲଙ୍ଗଳେଶ୍ୱର ଗ୍ରାମର ସହଦେଵ ବେହେରା ବାଇକରେ (ଗାଡି ନଂ ଓଡ଼ି ୦୨ଏଇ ୫୭୨୩) ବାଲୁଗାଁରୁ ଗ୍ରାମକୁ ଫେରୁଥିବା ବେଳେ ନାଭାଲ ଫାଣ୍ଡି ଅନ୍ତର୍ଗତ ସୁବୁଦ୍ଧିପାଟଣା ଛକ ଠାରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ (ଗାଡି ନଂ କେଏ ୫୩ ପି ୫୭୩୬)କ୍କା ଦେଇଥିଲା। ଫଳରେ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ଦୁର୍ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦେଇଥିବାବେଳେ,ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ତନ୍ମଧ୍ୟରୁ ଜଣକ ମୃତ୍ୟୁ ଅଧା ବାଟରେ ହୋଇଥିବା ବେଳେ,ମୃତକ ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ମୃତକ ଜଣକ ବାଲୁଗାଁ ପାଟଣା ସାହି ସ୍ବର୍ଗତ ଲଳିତ ମହାପାତ୍ରଙ୍କ ପୁଅ କୁନୁମୁନୁ ମହାପାତ୍ର (୨୦) ବୋଲି ଜଣାପଡ଼ିଛି। ଦୁର୍ଘଟଣା ସ୍ଥଳରେ ନାଭାଲ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଦୁଇ ଗୁରୁତର ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ସାଂସଦଙ୍କ ଡିଭିଜନାଲ୍ କମିଟି ବୈଠକ

December 23, 2025

ଭିବି ଜୀ ରାମ ଜୀ ଯୋଜନା ଅଧୀନରେ ୧.୫୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ଆବଣ୍ଟନ ପ୍ରସ୍ତାବିତ: କୃଷି ମନ୍ତ୍ରୀ

December 23, 2025

ଦିଲ୍ଲୀ କ୍ୟାପିଟାଲ୍ସକୁ ମିଳିବ ନୂଆ ଅଧିନାୟକ!: ଦାୟିତ୍ୱ ନେବେ ଭାରତର ଏହି ତାରକା ଖେଳାଳି

December 23, 2025

ଘୂର୍ଣ୍ଣିଝଡ଼ ଦ୍ୱାରା ପ୍ରଭାବିତ ଶ୍ରୀଲଙ୍କାକୁ ୪୫୦ମିଲିୟନ ଡଲାରର ସହାୟତା ଘୋଷଣା କଲା ଭାରତ 

December 23, 2025
Latest News

ସମ୍ବଲପୁର ରେଳମଣ୍ଡଳ ଅନ୍ତର୍ଗତ ସାଂସଦଙ୍କ ଡିଭିଜନାଲ୍ କମିଟି ବୈଠକ

December 23, 2025

BSFରେ ଦଶମ ଶ୍ରେଣୀ ପାସ୍ ପ୍ରାର୍ଥୀଙ୍କ ପାଇଁ ବଡ ସୁଯୋଗ, ଶୀଘ୍ର କରନ୍ତୁ ଆବେଦନ

December 23, 2025

ଭିବି ଜୀ ରାମ ଜୀ ଯୋଜନା ଅଧୀନରେ ୧.୫୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ଆବଣ୍ଟନ ପ୍ରସ୍ତାବିତ: କୃଷି ମନ୍ତ୍ରୀ

December 23, 2025

ଦିଲ୍ଲୀ କ୍ୟାପିଟାଲ୍ସକୁ ମିଳିବ ନୂଆ ଅଧିନାୟକ!: ଦାୟିତ୍ୱ ନେବେ ଭାରତର ଏହି ତାରକା ଖେଳାଳି

December 23, 2025

ଘୂର୍ଣ୍ଣିଝଡ଼ ଦ୍ୱାରା ପ୍ରଭାବିତ ଶ୍ରୀଲଙ୍କାକୁ ୪୫୦ମିଲିୟନ ଡଲାରର ସହାୟତା ଘୋଷଣା କଲା ଭାରତ 

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.