Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିଅର କମ୍ରେଡ୍‌ ଜରିଆରେ ବଲିଉଡ୍‌ ପଦାର୍ପଣ କରିବେ ବିଜୟ ଦେବରକୋଣ୍ଡା
ଆଜିର ଖବର

ଡିଅର କମ୍ରେଡ୍‌ ଜରିଆରେ ବଲିଉଡ୍‌ ପଦାର୍ପଣ କରିବେ ବିଜୟ ଦେବରକୋଣ୍ଡା

July 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲୁଗୁ ସେନ୍‌ସେସନ୍‌ ବିଜୟ ଦେବରକୋଣ୍ଡା ବଲିଉଡ୍‌ରେ ପଦାର୍ପଣ କରିବାକୁ ଯାଉଛନ୍ତି । ଜୁଲାଇ 26 ତାରିଖରେ ରିଲିଜ୍‌ ହେବାକୁ ଯାଉଛି ବିଜୟଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଡିଅର କମ୍ରେଡ୍‌ । ଫିଲ୍ମର ରିଲିଜ୍‌ ପୂର୍ବରୁ କରଣ ଜୋହରଙ୍କ ନିମନ୍ତେ ବିଜୟ ଏକ ସ୍ବତନ୍ତ୍ର ସ୍କ୍ରିନିଂ କରାଇଥିଲେ । ଏହା ପରେ କରଣ ଡିଅର୍‌ କମ୍ରେଡ୍‌ର ହିନ୍ଦି ରିମେକ୍‌ କରିବାର ନିଷ୍ପତ୍ତି ନେଇଛନ୍ତି । ଏହି ପ୍ରକଳ୍ପ ନିମନ୍ତେ ବିଜୟ ଦେବରକୋଣ୍ଡା କରଣଙ୍କର ପ୍ରଥମ ପସନ୍ଦ ରହିଥିବା ବେଳେ ବିଜୟ ପୁନର୍ବାର ଏହି ଭୂମିକା ନିମନ୍ତେ ଆଗ୍ରହୀ ନଥିବା ପ୍ରକାଶ କରିଛନ୍ତି । କରଣ ଜୋହର ପୁନର୍ବାର ବିଜୟଙ୍କୁ ଏହି ଅଫର ଦେଇଥିବା ବେଳେ ଏହା ଉପରେ ବିଚାର କରିବାର ନିଷ୍ପତ୍ତି ନେଇଛନ୍ତି ବିଜୟ । ଯଦି ବିଜୟ ଏହି ଫିଲ୍ମରେ ଅଭିନୟ କରନ୍ତି ତେବେ ଏହା ତାଙ୍କର ବିଗ୍‌ ବଲିଉଡ୍‌ ବ୍ରେକ୍‌ ରହିବ । ଏହି ଫିଲ୍ମଟି ଆସନ୍ତା ଫିଲ୍ମି ଫ୍ରାଇଡେର 4ଟି ଦକ୍ଷିଣ ଭାରତୀୟ ଭାଷାରେ ରିଲିଜ୍‌ ହେବାକୁ ଯାଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026
Latest News

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026

ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

August 20, 2026

୨୪ ଘଣ୍ଟା ମଧ୍ୟରେ ଭାରତ ମାଧ୍ୟମରେ ପାକିସ୍ତାନକୁ ତିନୋଟି ଝଟକା: ଜାଣନ୍ତୁ….

August 20, 2026

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.