Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ହସପିଟାଲରୁ ଡିସଚାର୍ଯ୍ୟ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଆସିବେ ଓଡିଶା
ଆଜିର ଖବର

ଆଜି ହସପିଟାଲରୁ ଡିସଚାର୍ଯ୍ୟ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଆସିବେ ଓଡିଶା

July 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen patnaik
ଆଜି ହସପିଟାଲରୁ ଡିସଚାର୍ଯ୍ୟ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଆସିବେ ଓଡିଶା

ଭୁବନେଶ୍ବର: ଆଜି ମୁମ୍ବାଇସ୍ଥିତ କୋକିଳାବେନ ଧୀରୁଭାଇ ଆମ୍ବାନୀ ହସପିଟାଲରୁ ଡିସଚାର୍ଯ୍ୟ ହୋଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନନାୟକ। ଗତମାସ 22 ତାରିଖରେ ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ କରାଯାଇଥିଲା। ଭାରତର ପ୍ରଖ୍ୟାତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ବାବଧାନରେ ତାଙ୍କର ଚିକିତ୍ସା କରାଯାଇଥିଲା।

ବର୍ତ୍ତମାନ ସଂପୂର୍ଣ୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ସେ ହସପିଟାଲରୁ ଡିସଚାର୍ଯ୍ୟ ହେବା ପରେ ମୁମ୍ବାଇରେ ଗୋଟିଏ ସପ୍ତାହ ଅବସ୍ଥାନ କରିବେ। କାରଣ ତାଙ୍କର ଫିଜିଓଥେରାପି ଚାଲିବ। ଏହା ପ୍ରାୟ ଗୋଟିଏ ସପ୍ତାହ କିମ୍ବା ତାହାଠାରୁ ଅଧିକ ଦିନ ଲାଗିବ। ସେଥିପାଇଁ ସେ ଏବେ ଓଡିଶା ଆସିପାରିବେ ନାହିଁ ବୋଲି ଜଣାପଡିଛି।

Naveen Patnaik ନବୀନ ପଟ୍ଟନାୟକ ହସପିଟାଲରେ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ: ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

September 3, 2026

CJP ବନାମ CJP D: ଅଭିଜିତ ଦୀପକେଙ୍କୁ ବିରୋଧ କଲେ ମନୀଷ ବ୍ରହ୍ମଭଟ୍ଟ

September 3, 2026

ଦୁର୍ଘଟଣାଗ୍ରସ୍ତ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

September 3, 2026

ମଝି ଆକାଶରେ ଅସୁସ୍ଥ ହେଲେ ପାଇଲଟ: ମସ୍କଟରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 3, 2026
Latest News

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ: ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

September 3, 2026

CJP ବନାମ CJP D: ଅଭିଜିତ ଦୀପକେଙ୍କୁ ବିରୋଧ କଲେ ମନୀଷ ବ୍ରହ୍ମଭଟ୍ଟ

September 3, 2026

ଦୁର୍ଘଟଣାଗ୍ରସ୍ତ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

September 3, 2026

ମଝି ଆକାଶରେ ଅସୁସ୍ଥ ହେଲେ ପାଇଲଟ: ମସ୍କଟରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 3, 2026

ବଙ୍ଗଳାରେ UCC ପ୍ରଚଳନ ଦ୍ୱାରା ପ୍ରତ୍ୟାହାର ହେବ ୧୩ ଟି ବିବାହ ଆଇନ: ଜାଣନ୍ତୁ କ’ଣ ବଦଳିବ?

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.