Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରର ପାଲଗଡରେ 3.8 ତୀବ୍ରତାର ଭୂକମ୍ପ : 1 ମୃତ
ଆଜିର ଖବର

ମହାରାଷ୍ଟ୍ରର ପାଲଗଡରେ 3.8 ତୀବ୍ରତାର ଭୂକମ୍ପ : 1 ମୃତ

July 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mild Earthquake
mild Earthquake

ମହାରାଷ୍ଟ୍ରରେ ଏକ 3.8 ତୀବ୍ରତାର ଭୂକମ୍ପ ଅନୁଷ୍ଠିତ ହୋଇଯାଇଛି । ଏହି ଭୂକମ୍ପରେ ଜଣେ ବ୍ୟକ୍ତି ନିହତ ହୋଇଛନ୍ତି । ବୁଧବାର ରାତିରେ କିଛି ଅଞ୍ଚଳରେ ଭୂକମ୍ପ ଘଟିଥିବା ବେଳେ ଏହାର ତୀବ୍ରତା 3.5 ରହିଥିଲା । ଗୁରୁବାର ପାଲଗଡରେ ଅନୂଭୂତ ହୋଇଥିବା ଭୂକମ୍ପରେ 55 ବର୍ଷୀୟ ଜନୈକ ବୃଦ୍ଧ ପ୍ରାଣ ହରାଇଛନ୍ତି । ଗୁରୁବାର ଅନୁଷ୍ଠିତ ଭୂକମ୍ପର କେନ୍ଦ୍ରସ୍ଥ ପାଲଗଡର ନାଗଜାରିର ଧନାଉ ରହିଥିଲା । 10 କିମିର ବ୍ୟାସାର୍ଦ୍ଧ ପର୍ଯ୍ୟନ୍ତ ଏହି ଭୂକମ୍ପର ପ୍ରଭାବ ଅନୂଭୂତ ହୋଇଥିଲା । ବିଭିନ୍ନ ସ୍ଥାନରେ ଅଳ୍ପ କିଛି କୋଠାଘର ଭାଙ୍ଗିଯାଇଥିବା ନେଇ ଖବର ପ୍ରକାଶ ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.