Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂପୂର୍ଣ୍ଣ ରୂପେ ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ଆଜିର ଖବର

ସଂପୂର୍ଣ୍ଣ ରୂପେ ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ

July 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଶ୍ରୀମନ୍ଦିର
ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସଂପୂର୍ଣ୍ଣ ରୂପେ ଶେଷ ହୋଇଛି। ୯୫ ଦିନ ମଧ୍ୟରେ ୩୩୨ ଘଣ୍ଟା ୪୭ ମିନିଟ ଧରି କାର୍ଯ୍ୟ କରାଯାଇ ମରାମତି କାର୍ଯ୍ୟ ସଂପୂର୍ଣ୍ଣ କରାଯାଇଛି। ରତ୍ନଭଣ୍ଡାରର ଚଟାଣ ଗ୍ରାନାଇଟରେ ନିର୍ମାଣ କରାଯାଇ ଛାତରେ ୧୫ଟି ଷ୍ଟେନଲେସ ଷ୍ଟିଲ ବିମ ଲଗାଯାଇଛି। ବର୍ମାତିକ କାଠରେ ଦ୍ବାର ନିର୍ମାଣ କରାଯାଇଥିବା ବେଳେ ବାହାର ଭଣ୍ଡାର ଘର ଦ୍ବାର ରୂପା ଛାଉଁଣୀ କରାଯିବ।

ଗଜପତି ମହାରଜଙ୍କ ପ୍ରତିନିଧି ଉପସ୍ଥିତ ରହି ସମସ୍ତ କାର୍ଯ୍ୟ କରାଯାଇଛି। ପ୍ରାଥମିକ ଭାବେ ଅସ୍ଥାୟୀ ଭଣ୍ଡାର ଘରୁ ରତ୍ନଗୁଡିକ ସ୍ଥାନାନ୍ତର କରାଯିବ। ଏହାପରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ସ୍ବତନ୍ତ୍ର ସିଓପି ମାଧ୍ୟମରେ ରତ୍ନଗୁଡିକ ଗଣତି ମଣତି କରାଯିବ। ମରାମତି କାର୍ଯ୍ୟ ସଂପୂର୍ଣ୍ଣ ହେବାକୁ ୬ ମାସରୁ ଅଧିକ ସମୟ ଲାଗିଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି।

ପୁରୀ ମରାମତି କାର୍ଯ୍ୟ ଶ୍ରୀମନ୍ଦିର ରତ୍ନଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Latest News

ପୂର୍ବତଟ ରେଳପଥ ଦ୍ୱାରା ପୂର୍ବଘାଟ ପର୍ବତମାଳାରେ ରେକର୍ଡ ସଂଖ୍ୟକ ଟନେଲ୍ ନିର୍ମାଣ

April 18, 2026

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

‘ମହିଳାମାନଙ୍କୁ ମାସିକ ୨୫୦୦ ସହାୟତା…’: ଟିଭିକେ ମୁଖ୍ୟ ବିଜୟଙ୍କ ବଡ଼ ପ୍ରତିଶ୍ରୁତି

April 18, 2026

“ମୁଁ ସମ୍ପର୍କରେ ଥିବା ତିକ୍ତତାକୁ ଶେଷ କରିବାକୁ ଚେଷ୍ଟା କରିବି:” କାହାକୁ ଏଭଳି କହିଲେ ରାଘବ ଚଢା?

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.