Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଡ୍ରାଇଭର ସଂଘର ଧାରଣା
ଆଜିର ଖବର

ରଣପୁରରେ ଡ୍ରାଇଭର ସଂଘର ଧାରଣା

July 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଓଡିଶା ଡ୍ରାଇଭର ମହାସଂଘ ବିଭିନ୍ନ ଦାବିନେଇ ରାଜ୍ୟ ବ୍ୟାପି ଧାରଣା ନିଷ୍ପତ୍ତିକୁ ସମର୍ଥନ ଜଣାଇ ରଣପୁର ଡ୍ରାଇଭର ସଂଘ ତରଫରୁ କରଡ଼ାପଲ୍ଲୀ ଛକ ନିକଟରେ ଧାରଣା ଦିଆଯାଇଥିବା ଜଣାଯାଇଛି। ସାତ ଦଫା ଦାବି ସମ୍ବଳିତ ନିଷ୍ପତ୍ତିକୁ ସମର୍ଥନ ଜଣାଇ ଏହି ଧାରଣା ରଣପୁରରେ ଜାରି ରହିଛି।

ରଣପୁର ଡ୍ରାଇଭର ସଂଘର କର୍ମକର୍ତ୍ତାଙ୍କ ସହ ସଂଘର ସମସ୍ତ ସଦସ୍ୟ ଏହି ଧାରଣାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଥିବା ଜଣାଯାଇଛି।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026
Latest News

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.