Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର: ସାଧନ କେନ୍ଦ୍ର ସଂଯୋଜକମାନଙ୍କୁ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ପାଇଁ ତାଲିମ
ଆଜିର ଖବର

ରଣପୁର: ସାଧନ କେନ୍ଦ୍ର ସଂଯୋଜକମାନଙ୍କୁ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ପାଇଁ ତାଲିମ

July 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ୭ନୟାଗଡ ଜିଲ୍ଲାର ଆଠଟି ବ୍ଲକ୍ ର ସମସ୍ତ ସାଧନ କେନ୍ଦ୍ର ସଂଯୋଜକମାନଙ୍କୁ ୨୦୨୫ -୨୬ ଶିକ୍ଷା ବର୍ଷର ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ନିମନ୍ତେ ନଯାଗଡ ଜିଲ୍ଳା ଶିକ୍ଷକ ପ୍ରଶିକ୍ଷଣ ଓ ଶିକ୍ଷା ପ୍ରତିଷ୍ଠାନ କେନ୍ଦ୍ରରେ ତାଲିମ ପ୍ରଦାନ କରହାଇଛି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୁଷ୍ପ ଓ ଧୂପ ଦେଇ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ, ଶିକ୍ଷକ ପ୍ରଶିକ୍ଷକ ବଟକୃଷ୍ଣ ସାହୁ , ଅନିନ୍ଦିତା ପ୍ରିୟଦର୍ଶିନୀ, ସନ୍ତୋଷ କୁମାର ମହାପାତ୍ର, ମାନସ ରଞ୍ଜନ ସାହୁ ତାଲିମ କାର୍ଯକ୍ରମକୁ ଆରମ୍ଭ କରିଥିଲେ।

ପିରାମଲ ଫାଉଣ୍ଡେସନର ଅମନ କୁମାର ମିଶ୍ର  ଓ ଅଙ୍ଗନ ଟ୍ରଷ୍ଟର ସର୍ବେଶ୍ଵର ସାହୁ ପ୍ରମୁଖ ଏହି ତାଲିମରେ ଯୋଗ ଦେଇ ତାଲିମର ଉଦେଶ୍ୟ ଓ ବାଲ୍ୟ ବିବାହର କୁପ୍ରଭାବ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ତାଲିମ ଶିବିରରେ ସାଧନ କେନ୍ଦ୍ର ସଂଯୋଜକମାନଙ୍କୁ ଶିଶୁବାଟିକା ଶିକ୍ଷକ ସହାୟକ ପୁସ୍ତିକା ଓ କାର୍ଯପୁସ୍ତିକା ବ୍ୟବହାର, ଜୁଲାଇ ମାସର ଶୈକ୍ଷିକ କ୍ୟାଲେଣ୍ଡର, ଶ୍ରେଣୀ ପରିଚାଳନା, ନମୁନା ପାଠ ଯୋଜନା, ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ଅଧାରିତ ଗଣିତ ଶିକ୍ଷଣ କାର୍ଯ୍ୟ, କାର୍ଯ୍ୟ ନିର୍ଘଣ୍ଟ, ବିଦ୍ୟାଳୟ ବିକାଶ ଯୋଜନା, ବିଦ୍ୟାଳୟ ସୁଯକ୍ଷା ଓ ନିରାପତ୍ତା ଯୋଜନା ଆଦି ବିଷୟରେ ତାଲିମ ପ୍ରଦାନ କରଯାଇଥିଲା।

କ୍ଲଷ୍ଟର ସ୍ତରୀୟ ବୈଠକ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

T20 ବିଶ୍ୱକପ୍ ପୂର୍ବରୁ ଭାରତ ବିରୁଦ୍ଧରେ ଅପପ୍ରଚାର ଆରମ୍ଭ କରିଛି ପାକିସ୍ତାନ: ମିଥ୍ୟା କାହାଣୀର ପର୍ଦ୍ଦାଫାସ

January 30, 2026

ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ

January 30, 2026

ଭାରତ ବନାମ ନ୍ୟୁଜିଲାଣ୍ଡ ପଞ୍ଚମ ଟି-୨୦ କେବେ ଏବଂ କେଉଁଠି ହେବ? ଜାଣନ୍ତୁ ସମସ୍ତ ବିବରଣୀ

January 30, 2026

ଏନସିପି ମିଶ୍ରଣର ବଡ଼ ସଙ୍କେତ: ମହାରାଷ୍ଟ୍ରର ପରବର୍ତ୍ତୀ ଉପମୁଖ୍ୟମନ୍ତ୍ରୀ ନିର୍ଣ୍ଣୟ କରିବେ ଶରଦ ପାୱାର!

January 30, 2026
Latest News

T20 ବିଶ୍ୱକପ୍ ପୂର୍ବରୁ ଭାରତ ବିରୁଦ୍ଧରେ ଅପପ୍ରଚାର ଆରମ୍ଭ କରିଛି ପାକିସ୍ତାନ: ମିଥ୍ୟା କାହାଣୀର ପର୍ଦ୍ଦାଫାସ

January 30, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ

January 30, 2026

ଅନଲାଇନ୍ ଠକେଇ ମାମଲା: ଚୀନ୍‌ରେ ୧୧ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ

January 30, 2026

ଅଜିତ ପାୱାରଙ୍କ ମୃତ୍ୟୁ ପରେ ଏହି ଚାରୋଟି ପ୍ରଶ୍ନ, ମହାରାଷ୍ଟ୍ରର ନିର୍ଣ୍ଣୟ କରିବ ରାଜନୈତିକ ଭବିଷ୍ୟତ?

January 30, 2026

ଭାରତ ବନାମ ନ୍ୟୁଜିଲାଣ୍ଡ ପଞ୍ଚମ ଟି-୨୦ କେବେ ଏବଂ କେଉଁଠି ହେବ? ଜାଣନ୍ତୁ ସମସ୍ତ ବିବରଣୀ

January 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.